News portal website
before header
Browsing Tag

Heavy Rain

ଲଗାଣ ବର୍ଷାରେ ଫୁଲବାଣୀ ଜଳାର୍ଣ୍ଣବ

ଲଗାଣ ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନ ଏବେ ଜଳାର୍ଣ୍ଣବ। ତେବେ ଗତ ରାତିରୁ ବର୍ଷା ଲାଗି ରହିଥିବାରୁ ଫୁଲବାଣୀ ସହରର ବିଭିନ୍ନ ସ୍ଥାନ ଏବେ ଜଳାର୍ଣ୍ଣବ। ସାଲୁଙ୍କି ନଦୀ ବ୍ରିଜ ଉପରେ ୪ ଫୁଟର ପାଣି ପ୍ରବାହିତ ହେଉଥିବା ଦେଖିବାକୁ ମିଳିଛି। ସେହିପରି ପ୍ରକୃତି ବିହାର ଓ ମୁଖ୍ୟବଜାର

ଗୁଲାବ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ : ୭ ଜିଲ୍ଲା ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି

ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର ତା-୨୬-୦୯-୨୦୨୧ ଭୀଷଣ ରୂପ ନେଇଛି ବାତ୍ୟା ‘ଗୁଲାବ’ । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି । କିଛି ଅଞ୍ଚଳରେ ଝିପଝିପ୍ ବର୍ଷା ହେଉଛି । ସମୁଦ୍ର ଭିତରେ ବାତ୍ୟା ଏବେ ଘଂଟା ପ୍ରତି ୭କିଲୋମିଟର ବେଗରେ ଉତରପଶ୍ଚିମ ଦିଗରେ ଗତି କରୁଛି