News portal website
before header
Browsing Tag

Ils

ILS ନିର୍ଦ୍ଦେଶକ ଡା. ଅଜୟ ପରିଡ଼ାଙ୍କ ଦେହାନ୍ତ

ILS ନିର୍ଦ୍ଦେଶକ ଡା. ଅଜୟ ପରିଡ଼ାଙ୍କ ଦେହାନ୍ତ । ୫୮ ବର୍ଷ ବୟସରେ ଆଜି ପ୍ରାଣ ହରାଇଲେ ଡା. ଅଜୟ ପରିଡ଼ା ।  ମିଳିଥିବା ସୂଚନା ମୁତାବକ ଗୌହାଟୀକୁ ଏକ କନଫରେନ୍ସରେ ଯୋଗ ଦେବାକୁ ଯାଇଥିବା ବେଳେ ତାଙ୍କ ମୃତ୍ୟୁ ଘଟିଛି।  ତେବେ ମୃତ୍ୟୁର କାରଣ ହୃଦଘାତ ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି।…