News portal website
before header
Browsing Tag

Jagdeep Dhankad

ମୋଦୀଙ୍କ ଉପସ୍ଥିତିରେ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ଧନଖଡ଼

ପିଏମ୍ ମୋଦୀଙ୍କ ଉପସ୍ଥିତିରେ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ‘ଏନ୍‌ଡିଏ’ ପ୍ରାର୍ଥୀ ଜଗଦୀପ ଧନଖଡ଼ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀ, ‘ବିଜେପି’

ଇସ୍ତଫା ଦେଲେ ଧନଖଡ଼ ଅତିରିକ୍ତ ଦାୟିତ୍ବ ନେଲେ ଲା. ଗଣେଶନ୍‌

ପଶ୍ଚିମବଙ୍ଗର ରାଜ୍ୟପାଳ ଜଗଦୀପ ଧନଖଡ଼େଙ୍କ ଇସ୍ତଫା ପରେ ମଣିପୁରର ରାଜ୍ୟପାଳ ଲା. ଗଣେଶନ୍‌ଙ୍କୁ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି ରାଷ୍ଟ୍ରପତି । ଲା. ଗଣେଶନ୍‌ ଉଭୟ ମଣିପୁର ଏବଂ ପଶ୍ଚିମବଙ୍ଗର ରାଜ୍ୟପାଳ ଦାୟିତ୍ବରେ ରହିବେ। ତେବେ ଏଠାରେ ସୂଚନାଯୋଗ୍ୟ ଯେ , ଅଗଷ୍ଟ ୬ ତାରିଖରେ ହେବାକୁ ଥିବା

NDA ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡ଼ି

NDA ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜୁ ଜନତା ଦଳ। ସୂଚନାଯୋଗ୍ୟ ଯେ NDAର ଉପରାଷ୍ଟ୍ରପତି ପ୍ରାର୍ଥୀ ହେଉଛନ୍ତି ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡ୍ । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଫୋନରେ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଉପରାଷ୍ଟ୍ରପତି

ଜଗଦୀପ ଧନକଡ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ

ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କଲା ଏନ୍‌ଡିଏ। ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନକଡଙ୍କୁ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି । ବିଜେପି ସଂସଦୀୟ ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଏ ସମ୍ପର୍କରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଘୋଷଣା କରିଛନ୍ତି।