News portal website
before header
Browsing Tag

Kashipur

କାଶୀପୁର ପରେ କୋରାପୁଟରେ ବ୍ୟାପୁଛି ଝାଡ଼ାବାନ୍ତି

କାଶୀପୁର ପରେ ଏବେ କୋରାପୁଟରେ ଝାଡ଼ାବାନ୍ତି ବ୍ୟାପୁଛି। କୋରାପୁଟ ଜିଲ୍ଲାର ଦଶମନ୍ତପୁର ବ୍ଲକ ଛତାଆମ୍ବ ଗାଁରେ ବ୍ୟାପୁଛି ଝାଡ଼ାବାନ୍ତି। ମିଳିଥିବା ସୂଚନା ମୁତାବକ ୨ ଗୁରୁତର ଆକ୍ରାନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି।  ଗତକାଲି ୪ ଜଣ ଆକ୍ରାନ୍ତ ମେଡିକାଲରେ ଭର୍ତ୍ତି

କାଶୀପୁର ଗସ୍ତ କରିବେ ଜନସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର

ବର୍ତ୍ତମାନ ସୁଦ୍ଧା କାଶୀପୁରରେ ମୋଟ ୧୦୪ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣଙ୍କର ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛନ୍ତି ପ୍ରଶାସନ। ଗତକାଲି ସୁଦ୍ଧା ବିଭିନ୍ନ ମେଡିକାଲରେ ୫୬ ଜଣ ଆକ୍ରାନ୍ତ ଭର୍ତ୍ତି ହୋଇଛନ୍ତି। ୪୮ ଆକ୍ରାନ୍ତଙ୍କୁ ଘରେ ଚିକିତ୍ସା

କାଶୀପୁରରେ ଦେଖାଦେଲା ‘ଭିବ୍ରିଓ କଲେରା’

ରାୟଗଡ଼ ଜିଲ୍ଲାର କାଶୀପୁର ଅଞ୍ଚଳରେ ଓହଇଜା ବ୍ୟାପିଥିବା ଜଣାପଡିଛି। ତେବେ ଏହା ‘ଭିବ୍ରିଓ କଲେରା’ ବୋଲି RMRC ରିପୋର୍ଟ ଦେଇଛି। ଏକ ସାମ୍ବାଦିକ ସମ୍ମିଳନୀ କରି ରାୟଗଡ଼ା ଜିଲ୍ଲାପାଳ ସୂଚନା ଦେଇଛନ୍ତି ଯେ ଶେଷଥର ପାଇଁ ୨୦୧୭ ମସିହାରେ ଏହି ରୋଗ ଚିହ୍ନଟ ହୋଇଥିବା ବେଳେ ୫ ବର୍ଷ ପରେ ଏବେ