ଏଲଓସିରେ ବିସ୍ଫୋରଣ କ୍ୟାପ୍ଟେନଙ୍କ ସମେତ ୨ ଯବାନ ସହିଦ
ଏଲଓସିରେ ବଡ଼ ଧରଣର ଅଘଟଣ। ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲ୍ଲା ଅନ୍ତର୍ଗତ ମେନ୍ଧର ସେକ୍ଟର ସୀମାରେ ବିଛା ଯାଇଥିବା ଗ୍ରେନେଡ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ଜଣେ ଆର୍ମି କ୍ୟାପ୍ଟେନ ଓ ଜେସିଓ ସହିଦ ହୋଇଥିବା ସୂଚନା ମିଳିଛି। ଏଥିରେ ସ୍ଥଳ ସେନାର ଆଉ ୪ ଜଣ ଯବାନ ଗୁରୁତର ଆହତ ମଧ୍ୟ!-->…
