News portal website
before header
Browsing Tag

Mohammed mokim

ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍

କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍ ପଠାଇଲା ଦଳ। ଦଳୀୟ ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ପିସିସି ସଭାପତି ମୋକିମଙ୍କୁ ନୋଟିସ୍ ପଠାଇଛନ୍ତି। ୨ ସପ୍ତାହ ଭିତରେ ଜବାବ ଦେବାକୁ ମୋକିମଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ। ଏ ସମ୍ପର୍କରେ ସୂଚନା

ଦ୍ରୌପଦୀଙ୍କୁ ଭୋଟ ଦେଲେ ମୋକିମ୍‌ ତାରା କହିଲେ ଦଳୀୟ ନିର୍ଦ୍ଦେଶ ମାନିନଥିଲେ କାର୍ଯ୍ୟାନୁଷ୍ଠାନ

କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେବା ଏବେ ରାଜନୈତିକ ଚର୍ଚ୍ଚାର ବିଷୟ ପାଲଟିଛି। ଏ ଉପରେ ପ୍ରତିକ୍ରିୟା ରଖି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା କହିଛନ୍ତି , " ଯଶବନ୍ତ ସିନ୍ନାଙ୍କୁ ଭୋଟ ଦେବା ପାଇଁ ହାଇକମାଣ୍ଡଙ୍କ

NDA ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍‌

ରାଷ୍ଟ୍ରପତି ନିର୍ବାଚନରେ NDA ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍‌ । ଦଳ ନିଷ୍ପତ୍ତି ବାହାରକୁ ଯାଇ ଦ୍ରୌପଦୀଙ୍କୁ ଭୋଟ ଦେଇଛନ୍ତି ମୋକିମ୍‌ । ସେ କହିଛନ୍ତି ଯେ, " ଓଡ଼ିଆ ଭାବାବେଗ ଓ ଓଡ଼ିଆ ଝିଅକୁ ସମ୍ମାନ ଦେଇ ଭୋଟ ଦେଇଛି। "ନିଜ ବିବେକ