News portal website
before header
Browsing Tag

Murder

ରାଞ୍ଚିରେ SIଙ୍କୁ ଗାଡ଼ି ମଡାଇ ହତ୍ୟା

ହରିୟାଣା ମର୍ଡର ଘଟଣାର ପୁନରାବୃତ୍ତି ଘଟିଛି। ରାଞ୍ଚିରେ SIଙ୍କୁ ଗାଡ଼ି ମଡାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମହିଳା ସବ୍ ଇନ୍ସପେର ସନ୍ଧ୍ୟା ଟୋପ୍ନୋଙ୍କୁ ଗାଡ଼ି ମଡାଇ ହତ୍ୟା କରାଯାଇଛି। ରାଞ୍ଚତ୍ର ତୁପୁଦନା ଅଞ୍ଚଳରେ ଯାଞ୍ଚ ବେଳେ ଗାଡ଼ି ମଡାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।

ପାହାଡ଼ରୁ ଉଦ୍ଧାର ହେଲା ଅଜଣା ଯୁବକଙ୍କ ମୃତଦେହ

ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ପଞ୍ଚାୟତ ଝରଣ ଗାଁ ପାହାଡ଼ରୁ ଉଦ୍ଧାର ହେଲା ଜଣେ ଅଜଣା ଯୁବକଙ୍କ ମୃତଦେହ । ତେବେ ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ ଯୁବକଙ୍କ ମୁଣ୍ଡକୁ ପଥର ଛେଚି ହତ୍ୟା କରିବା ପାଇଁ ଉଦ୍ୟମ କରାଯାଇଛି। ତେବେ ମିଳିଥିବା ସୂଚନା ମୁତାବକ ଗତକାଲି