News portal website
before header
Browsing Tag

NDA

NDA ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍‌

ରାଷ୍ଟ୍ରପତି ନିର୍ବାଚନରେ NDA ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍‌ । ଦଳ ନିଷ୍ପତ୍ତି ବାହାରକୁ ଯାଇ ଦ୍ରୌପଦୀଙ୍କୁ ଭୋଟ ଦେଇଛନ୍ତି ମୋକିମ୍‌ । ସେ କହିଛନ୍ତି ଯେ, " ଓଡ଼ିଆ ଭାବାବେଗ ଓ ଓଡ଼ିଆ ଝିଅକୁ ସମ୍ମାନ ଦେଇ ଭୋଟ ଦେଇଛି। "ନିଜ ବିବେକ…

ଜଗଦୀପ ଧନକଡ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ

ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କଲା ଏନ୍‌ଡିଏ। ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନକଡଙ୍କୁ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି । ବିଜେପି ସଂସଦୀୟ ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଏ ସମ୍ପର୍କରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଘୋଷଣା କରିଛନ୍ତି।…