News portal website
before header
Browsing Tag

Rain

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା

ରାଜ୍ୟରେ ପୁଣି ବର୍ଷାର ପରିମାଣ ବୃଦ୍ଧି ପାଇବ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି ଫଳରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୩ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଆଜିଠୁ କମିବ ବର୍ଷା

ଆଜିଠାରୁ ବର୍ଷା ପ୍ରକୋପ କମିବ। ୧୭ ଓ ୧୮ ତାରିଖ ଦୁଇ ଦିନ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡ଼ା, କେନ୍ଦୁଝର ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର କିଛି ଅଞ୍ଚଳରେ

ଲଘୁଚାପ ପ୍ରଭାବରେ ଟୁଇନସିଟିରେ ଲାଗି ରହିଛି ବର୍ଷା

ଲଘୁଚାପ ପ୍ରଭାବରେ ଆଜି ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ବର ଓ କଟକ ସହରରେ ଆଜି ସକାଳୁ ପ୍ରବଳ ବର୍ଷା ଜାରି ରହିଛି। ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ବର୍ଷାରେ ଦୃଶ୍ୟମାନ ଦୂରତା କମୁଥିବାରୁ ନିଜକୁ ଯାତାୟାତରୁ ନିବୃତ ରଖିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

୭ଜିଲ୍ଲାକୁ ଅରେଞ୍ଜ ୧୭ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।ଜୁଲାଇ ୧୬ ତାରିଖ, ଶନିବାର