News portal website
before header
Browsing Tag

School

ଭାଇରାଲ ହେଲା ସ୍କୁଲ ପିଲାଙ୍କୁ କାମ କରାଇବାର ଭିଡିଓ ପ୍ରଧାନଶିକ୍ଷକଙ୍କୁ ସସପେଣ୍ଡ କଲେ ଯାଜପୁର ଡିଇଓ

ସ୍କୁଲ ପିଲାଙ୍କୁ କାମ କରାଇବାର ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ୍ ହେବା ପରେ ସସପେଣ୍ଡ ହେଲେ ଯାଜପୁର ଜିଲ୍ଲା ବାହାଦୁରନଗର ନୋଡାଲ ୟୁପି ସ୍କୁଲର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ଦାସ । ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି  ଯାଜପୁର ଜିଲ୍ଲା ଶିକ୍ଷାଧିକାରୀ । ବଡ଼ଚଣା

ସ୍କୁଲ ଭିତ୍ତିଭୂମିର ବିକାଶ ଓ ଉନ୍ନତିକରଣ ପାଇଁ ୬,୨୬୭,୩୮ ଲକ୍ଷ ୫୭ ହଜାର ଟଙ୍କାର ବ୍ୟୟବରାଦ : ମନ୍ତ୍ରୀ

ରାଜ୍ୟରେ ସ୍କୁଲ ଭିତ୍ତିଭୂମିର ବିକାଶ ଓ ଉନ୍ନତିକରଣ ପାଇଁ ବର୍ତ୍ତମାନ ସୁଦ୍ଧା ୩,୧୨,୪୮୨ ସ୍କୁଲରେ ଭିତ୍ତିଭୂମି ନିମନ୍ତେ ୬,୨୬୭,୩୮ ଲକ୍ଷ ୫୭ ହଜାର ଟଙ୍କାର ବ୍ୟବସ୍ଥା କରାଯାଇଛି। ଆଜି ଏ ସମ୍ପର୍କରେ ବିଧାନସଭାରେ ସୂଚନା ଦେଇଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଂଜନ ଦାଶ। ସେ

ଅସ୍ଥାୟୀ ତମ୍ବୁ ତଳେ ପାଠ ପଢୁଛନ୍ତି ଦେଶର ଭବିଷ୍ୟତ

ପୁଣି ସାମ୍ନାକୁ ଆସିଲା ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର। ବଲାଙ୍ଗିର ଜିଲା ଗୁଡ଼ଭେଲା ବ୍ଳକ ନୂଆପଡା ପଞ୍ଚାୟତ ଅଧୀନ ତାଣ୍ଡିଗାଁ ସ୍ଥିତ ପ୍ରାଥମିକ ବିଦ୍ୟାଳୟର ସ୍ଥିତି ସରକାରଙ୍କ ଶିକ୍ଷା ବ୍ୟବସ୍ଥାର ପୋଲ୍ ଖୋଲି ଦେଇଛି । ଅଭିଯୋଗ ଅନୁଯାୟୀ ତାଣ୍ଡିଗାଁ ବିଦ୍ୟାଳୟରେ ପାଠ ପଢିବା ପାଇଁ

ଗୋଟିଏ ରୁମ୍ ରେ ୫ ଶ୍ରେଣୀର ୬୨ ଛାତ୍ରଛାତ୍ରୀ, ପାଳି କରି ପଢ଼ାଉଛନ୍ତି ୩ ଶିକ୍ଷକ

ସରକାର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ୫-ଟି ଯୋଜନାରେ ସ୍କୁଲ ରୂପାନ୍ତରଣ କରୁଛନ୍ତି। କିନ୍ତୁ ଏ ସବୁ ସତ୍ତ୍ବେ ମୂଳ ସମସ୍ୟାର ସମାଧାନ ହେଉ ପାରୁ ନାହିଁ। କେଉଁଠି ଶିକ୍ଷକ ଅଭାବ ତ ଆଉ କେଉଁଠି ସ୍କୁଲ ଘର ନାହିଁ। ତେବେ ଶିକ୍ଷା ବ୍ୟବସ୍ଥାର ଏମିତି ଏକ ବିକଳ ଚିତ୍ର ଦେଖିବାକୁ