ରାଜ୍ୟରେ ୭୩% ଲୋକଙ୍କ ଠାରେ ସୃଷ୍ଟି ହୋଇଛି ଆଣ୍ଟିବଡି : ସେରୋ ସର୍ଭେ ଫଳାଫଳ
ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର
ତା-୨୭-୦୯-୨୦୨୧
ରାଜ୍ୟର ୧୨ ଜିଲ୍ଲାର ସେରୋ ସର୍ଭେ ଫଳାଫଳ ଘୋଷଣା କରିଛନ୍ତି ଆର୍ଏମ୍ଆର୍ସି ନିର୍ଦ୍ଦେଶିକା ସଂଘମିତ୍ରା ପତି। ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି ଯେ, ରାଜ୍ୟରେ ୭୩% ଲୋକଙ୍କ ଠାରେ ଆଣ୍ଟିବଡି ସୃଷ୍ଟି ହୋଇଥିବା ବେଳେ ୯୩%!-->!-->!-->!-->!-->!-->!-->…
