News portal website
before header
Browsing Tag

Vice president election

ମୋଦୀଙ୍କ ଉପସ୍ଥିତିରେ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ଧନଖଡ଼

ପିଏମ୍ ମୋଦୀଙ୍କ ଉପସ୍ଥିତିରେ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ‘ଏନ୍‌ଡିଏ’ ପ୍ରାର୍ଥୀ ଜଗଦୀପ ଧନଖଡ଼ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀ, ‘ବିଜେପି’

NDA ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡ଼ି

NDA ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜୁ ଜନତା ଦଳ। ସୂଚନାଯୋଗ୍ୟ ଯେ NDAର ଉପରାଷ୍ଟ୍ରପତି ପ୍ରାର୍ଥୀ ହେଉଛନ୍ତି ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡ୍ । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଫୋନରେ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଉପରାଷ୍ଟ୍ରପତି

ବିରୋଧୀ ଦଳ ଉପରାଷ୍ଟ୍ରପତି ପ୍ରାର୍ଥୀ ହେଲେ ମାର୍ଗାରେଟ ଆଲଭା

ବିରୋଧୀ ଦଳ ଉପରାଷ୍ଟ୍ରପତି ପ୍ରାର୍ଥୀ ହେଲେ ମାର୍ଗାରେଟ ଆଲଭା। ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କ ବିପକ୍ଷରେ ପ୍ରାର୍ଥୀ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତ୍ରୀ ମାର୍ଗାରେଟ ଆଲଭା । ତେବେ ଏଠାରେ ସୂଚନାଯୋଗ୍ୟ ଯେ ମାର୍ଗାରେଟ ଆଲଭା ଗୋଆ, ଗୁଜୁରାଟ, ରାଜସ୍ଥାନ ଏବଂ

ଜଗଦୀପ ଧନକଡ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ

ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କଲା ଏନ୍‌ଡିଏ। ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନକଡଙ୍କୁ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି । ବିଜେପି ସଂସଦୀୟ ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଏ ସମ୍ପର୍କରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଘୋଷଣା କରିଛନ୍ତି।