News portal website
before header
Browsing Tag

White paper

ରାଜ୍ୟରେ ଦିନକୁ ୯ ଜଣ ଦୁଷ୍କର୍ମର ଶିକାର

ରାଜ୍ୟରେ ଦିନକୁ ୯ ଜଣ ଦୁଷ୍କର୍ମର ଶିକାର ହେଉଛନ୍ତି। ଗୃହ ବିଭାଗ ପକ୍ଷରୁ ଜାରି ହୋଇଥିବା ୨୦୨୧ ଶ୍ବେତପତ୍ରରୁ ଏହି ତଥ୍ୟ ସାମ୍ନାକୁ ଆସିଛି । ରିପୋର୍ଟ ଅନୁଯାୟୀ ପ୍ରତି ମାସରେ ରାଜ୍ୟରେ ୪୫ ଜଣ ଡକାୟତିର ଶିକାର ହେଉଛନ୍ତି। ୨୦୨୦ ତୁଳନାରେ ଦୁଷ୍କର୍ମ ଓ ଡକାୟତି ମାମଲା ବଢ଼ିଛି। ଶ୍ବେତ ପତ୍ର

୨୦୨୧ରେ ହ୍ରାସ ପାଇଛି ମାଓ ହିଂସା

ଶ୍ବେତପତ୍ର ଜାରି କଲେ ରାଜ୍ୟ ସରକାର। ୨୦୨୧ରେ ହ୍ରାସ ପାଇଛି ମାଓ ହିଂସା।ମାଓବାଦୀଙ୍କ ପ୍ରତି ଜନସମର୍ଥନ ହ୍ରାସ ପାଇଥିବା ନେଇ ଏଥିରେ ଉଲ୍ଲେଖ କରାଯାଇଛି। ସ୍ବାଭିମାନ ଅଞ୍ଚଳ ସମେତ କଳାହାଣ୍ଡି, ରାୟଗଡ଼ା, କନ୍ଧମାଳରେ ସ୍ଥିତିରେ ପରିବର୍ତ୍ତନ ଆସିଛି।ପୋଲିସ ସହିତ ଗୁଳିବିନିମୟରେ ୭ ମାଓବାଦୀ,