ଚାଲି ଗଲେ ବିଷ୍ଣୁ ଦାସ!

ଭୁବନେଶ୍ୱର ତା-୦୬-୦୭-୨୦୨୦ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ବିଷ୍ଣୁ ଦାସଙ୍କ ଦେହାନ୍ତ ହୋଇଯାଇଛି। ସେ ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଆଜି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ 66 ବର୍ଷ ବୟସରେ ତାଙ୍କର ପରୋଲୋକ ହୋଇଛି। 6 ଥର ବିଧାୟକ, ଥରେ ସାଂସଦ ହୋଇଥିବା ବିଷ୍ଣୁ ଦାସ ଥରେ ମନ୍ତ୍ରୀ ହୋଇଥିଲେ। ସେ ଜଗତସିଂହପୁରରୁ 5ଥର, ତିର୍ତ୍ତୋଳରୁ ଥରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଗତ ନିର୍ବାଚନରେ ସେ ତିର୍ତ୍ତୋଲ … Continue reading ଚାଲି ଗଲେ ବିଷ୍ଣୁ ଦାସ!