ଆଇପିଏଲ ରେ କରୋନା କଣ୍ଟା!

ଅଷ୍ଟିନ୍ ନ୍ୟୁଜ / ଭୁବନେଶ୍ୱର ତା-୦୩-୦୫-୨୦୨୧ ଆଇପିଏଲ୍‌ର ୧୪ତମ ସଂସ୍କରଣକୁ ଗ୍ରାସ କରିଛି କରୋନା ମହାମାରୀର ଦ୍ଵିତୀୟ ଲହର। କୋଲକାତା ନାଇଟ୍ ରାଇଡର୍ସର ଦୁଇ ଖେଳାଳି ବରୁଣ ଚକ୍ରବର୍ତ୍ତୀ ଓ ସନ୍ଦୀପ ଓ୍ଵାରିୟର କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ପରେ ସୋମବାର କେକେଆର ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯିବାକୁ ଥିବା ମୁକାବିଲା ସ୍ଥଗିତ ରଖା ଯାଇଛି। ଏହା ବ୍ୟତୀତ ଚେନ୍ନାଇ ସୁପରକିଙ୍ଗ୍ସର ତିନି ସଦସ୍ୟ କରୋନା ସଂକ୍ରମିତ ହୋଇଛନ୍ତି। ଏହା ପରେ ଆଇପିଏଲ୍‌ର … Continue reading ଆଇପିଏଲ ରେ କରୋନା କଣ୍ଟା!