ବଢିଲା ଘରୋଇ ବିମାନ ସେବା

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର ତା-୨୯-୦୫-୨୦୨୧ ପୁଣି ମହଙ୍ଗା ହେବ ବିମାନ ଯାତ୍ରା । ଜୁନ୍ ପହିଲାରୁ ଘରୋଇ ବିମାନ ଭଡା କମ୍ ସୀମାକୁ ୧୩ରୁ ୧୬ ପ୍ରତିଶତକୁ ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଏହାପୂର୍ବରୁ ମାର୍ଚ୍ଚରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଘରୋଇ ବିମାନ ଭଡା ମୂଲ୍ୟର ନିମ୍ନ ସୀମାକୁ ୫ ପ୍ରତିଶତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିଲା । ଫେବୃଆରୀରେ, ଟିକେଟର ଆରମ୍ଭ ମୂଲ୍ୟ ୧୦ ପ୍ରତିଶତ ଏବଂ ସର୍ବାଧିକ ମୂଲ୍ୟ … Continue reading ବଢିଲା ଘରୋଇ ବିମାନ ସେବା