ଦିନ ୧୧ଟା ଯାଏ ଏହିସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ!

ଭୁବନେଶ୍ବର ତା-୧୪-୧୦-୨୦୨୦ #ବର୍ଷା_ସହ_ବଜ୍ରପାତ_ଆଶଙ୍କା ଦିନ ୧୧ଟା ଯାଏ ଏହିସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ତେବେ ଆଜି କିଛି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।କନ୍ଧମାଳ, ବୌଦ୍ଧ, ଜଗତସିଂହପୁର, କଟକ, ଖୋର୍ଦ୍ଧା, ରାୟଗଡ଼ା, ଯାଜପୁର, ସୁବର୍ଣ୍ଣପୁର, ମୟୂରଭଞ୍ଜ, ଭଦ୍ରକ, ଅନୁଗୁଳ, ସମ୍ବଲପୁର, ନୟାଗଡ଼, ଗଞ୍ଜାମ,ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାବାସୀଙ୍କୁ ଆଜି ଦିନ ୧୧ଟା ଯାଏ … Continue reading ଦିନ ୧୧ଟା ଯାଏ ଏହିସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ!