ଓଡ଼ିଆ ଜାତିର ଗର୍ବ ଓ ଗୈାରବ ମଧୂସୂଦନ ଦାସଙ୍କ ୧୭୫ ତମ ଜୟନ୍ତୀ!

ଇହଲୀଳା ସମ୍ବରଣ କରିବା କିଛି ମୁହୂର୍ତ୍ତ ପୂର୍ବରୁ ତାଙ୍କ ଶଯ୍ୟା ନିକଟରେ ଉପସ୍ଥିତ ଥିବା ପଣ୍ଡିତ ନୀଳକଣ୍ଠ ତାଙ୍କୁ ପଚାରିଥିଲେ ” ଓଡ଼ିଶାବାସୀ ଙ୍କ ପାଇଁ ତାଙ୍କର କିଛି କହିଵାର ଅଛି କି ?” ମଧୁ ବାବୁ କ୍ଷୀଣ ସ୍ଵରରେ କହିଥିଲେ ” ଓଡ଼ିଶାବାସୀ ତାଙ୍କର ଅନ୍ତର ନିର୍ମଳ ରଖିବେ ।ମୁଁ ତ ଯାଉଛି, ମନେ ରଖିଥିବ ଜଣେ ଓଡ଼ିଆ ଥିଲା” । ଉତ୍କଳୀୟ ସ୍ୱାଭିମାନର ପ୍ରତୀକ ମଧୁସୂଦନ ଦାସଙ୍କୁ ଲକ୍ଷ୍ୟ କରି ଯଥାର୍ଥରେ ଫକୀର ମୋହନ … Continue reading ଓଡ଼ିଆ ଜାତିର ଗର୍ବ ଓ ଗୈାରବ ମଧୂସୂଦନ ଦାସଙ୍କ ୧୭୫ ତମ ଜୟନ୍ତୀ!