ଏନକାଉଣ୍ଟରରେ ଟଳିଲେ ସିଦ୍ଧୁ ମୁସେୱାଲାଙ୍କ ହତ୍ୟାକରି

ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କ ହତ୍ୟାକରିଙ୍କୁ ଏନକାଉଣ୍ଟର । ଆଜି ପଞ୍ଜାବର ଅମୃତସରର ଅଟାରୀ ନିକଟରେ ଏନ୍‌କାଉଣ୍ଟରରେ ମୁସେୱାଲାଙ୍କ ହତ୍ୟାରେ ସାମିଲ ଥିବା ଜଣେ ଗ୍ୟାଙ୍ଗଷ୍ଟର ପ୍ରାଣ ହରାଇଛି। ଆଉ ଜଣଙ୍କୁ ପୁଲିସ କାବୁ କରିଛି। ଅନ୍ୟପକ୍ଷରେ ଗ୍ୟାଙ୍ଗଷ୍ଟରଙ୍କ ଗୁଳିମାଡରେ ୩ ଜଣ ପୁଲିସ କର୍ମୀ ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ ଅମୃତସର ଜିଲ୍ଲାର ଅଟାରୀରେ ପାକିସ୍ତାନ ସୀମା ନିକଟରେ ଥିବା ଚିଚା ଭକନା ଗାଁରେ ଏହି ଏନକାଉଣ୍ଟର ଚାଲିଥିଲା। ଏହି ଗାଁରେ ୬ରୁ ୭ … Continue reading ଏନକାଉଣ୍ଟରରେ ଟଳିଲେ ସିଦ୍ଧୁ ମୁସେୱାଲାଙ୍କ ହତ୍ୟାକରି