ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍

କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍ ପଠାଇଲା ଦଳ। ଦଳୀୟ ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ପିସିସି ସଭାପତି ମୋକିମଙ୍କୁ ନୋଟିସ୍ ପଠାଇଛନ୍ତି। ୨ ସପ୍ତାହ ଭିତରେ ଜବାବ ଦେବାକୁ ମୋକିମଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ। ଏ ସମ୍ପର୍କରେ ସୂଚନା ଦେଇଛନ୍ତି କଂଗ୍ରେସ ମିଡିଆ ସେଲ୍ ମୁଖ୍ୟ ସତ୍ୟ ନାୟକ। ତେବେ ଏଠାରେ ସୂଚନାଯୋଗ୍ୟ ଯେ ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଇଥିଲେ ମୋକିମ୍। ଯେତେବେଳେ କି ତାଙ୍କ ଦଳ … Continue reading ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍