ପ୍ରକାଶ ପାଇଛି ସିବିଏସ୍ଇ ୧୦ମ ଶ୍ରେଣୀ ରେଜଲ୍ଟ। ଚଳିତ ବର୍ଷ ୨୧,୦୯,୨୦୮ ଜଣ ପିଲା ପରୀକ୍ଷା ପାଇଁ ପଞ୍ଜିକରଣ କରିଥିଲେ। ତେବେ ୯୪.୪୦% ପିଲା ସିବିଏସ୍ଇ ୧୦ମ ଶ୍ରେଣୀ ପରୀକ୍ଷାରେ ପାସ୍ କରିଛନ୍ତି। ପୁଅଙ୍କ ତୁଳନାରେ ଝିଅଙ୍କ ପାସ ହାର ୧.୪୧% ଅଧିକ। ସେହିପରି ଟ୍ରାନ୍ସଜେଣ୍ଡର ଶିକ୍ଷାର୍ଥୀଙ୍କ ପାସ ହାର ୯୦%।
Copy and paste this URL into your WordPress site to embed
Copy and paste this code into your site to embed