କରୋନାରେ ଯୁବ ସାମ୍ବାଦିକଙ୍କ ଦେହାନ୍ତ!

ଭୁବନେଶ୍ୱର ତା-୦୫-୧୧-୨୦୨୦ କରୋନା ଦେଇଛି ଆଉ ଏକ ଦାରୁଣ ଦୁଃଖ । ଆଖି ବୁଜିଛନ୍ତି ଯୁବ ସାମ୍ବାଦିକ ପ୍ରବୀର କୁମାର ପ୍ରଧାନ । ଟେଲିଭିଜନ ସାମ୍ବାଦିକତାରେ ଦକ୍ଷ କ୍ରାଇମ ରିପୋର୍ଟର ଭାବେ ବେଶ୍ ଜଣାଶୁଣା ପ୍ରବୀର । କିଛି ଦିନ ତଳେ କରୋନାରେ ଆକ୍ରାନ୍ତ ହୋଇ ତାଙ୍କ ପିତାଙ୍କ ମଧ୍ୟ ଦେହାନ୍ତ ହୋଇଥିଲା । ଏହାର କିଛି ଦିନ ପରେ ପ୍ରବୀର ମଧ୍ୟ କୋଭିଡରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । … Continue reading କରୋନାରେ ଯୁବ ସାମ୍ବାଦିକଙ୍କ ଦେହାନ୍ତ!