ବିଏସ କଲେଜ ବାର୍ଷିକ ଉତ୍ସବରେ ଉଚ୍ଚଶିକ୍ଷାମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ!

ବିଷ୍ଣୁ ସାମନ୍ତରାୟ ମହାବିଦ୍ୟାଳୟର ବାର୍ଷିକ ଉତ୍ସବରେ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକ, ଉତ୍କଳ ବିଶ୍ଵବିଦ୍ୟାଳୟ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ,ବିଧାନସଭା ସଦାଚାର କମିଟି ଅଧ୍ୟକ୍ଷ ତଥା ବଡଚଣା ବିଧାୟକ ଶ୍ରୀ ଅମର ପ୍ରସାଦ ଶତପଥୀଙ୍କ ଯୋଗଦାନ। ଯାଜପୁର ଜିଲ୍ଲା ବଡ଼ଚଣା ବ୍ଳକ ଅରଖପୁର ପଞ୍ଚାୟତ ନୁଆହାଟ ସ୍ଥିତ ବିଷ୍ଣୁ ସାମନ୍ତରାୟ ମହାବିଦ୍ୟାଳୟ ରେ ୪୪ ତମ ପ୍ରତିଷ୍ଠା ଦିବସ ଉତ୍ସବ ଶେଷ ହୋଇଯାଇଛି। ଏହି ଉତ୍ସବକୁ ବିଧାନସଭା ସଦାଚାର କମିଟି,ତଥା ବଡଚଣା … Continue reading ବିଏସ କଲେଜ ବାର୍ଷିକ ଉତ୍ସବରେ ଉଚ୍ଚଶିକ୍ଷାମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ!