ଏଯାଏଁ ସମ୍ପୂର୍ଣ୍ଣ ହେଇନି ମିନି ଷ୍ଟାଡିଅମ

ଅଷ୍ଟିନ ନ୍ୟୁଜ ତା-୨୬-୦୮-୨୦୨୩ ବଡ଼ଚଣା ବ୍ଲକର ଛତିଆ ନିକଟ ପାଇକରାପୁରଠାରୁ ଏକମାତ୍ର ମିନି ଷ୍ଟାଡିଅମର ନିର୍ମାଣ କାର୍ଯ୍ୟ ଆଜିଯାଏ ଶେଷ ହୋଇପାରୁନାହିଁ | ୨୦୧୫ ରୁ କାମ ଆରମ୍ଭ ହୋଇଥିଲେ ସୁଦ୍ଧା ଏହା ଅଧାପନ୍ତରିଆ ହୋଇ ରହିଛି | ଛତିଆରେ ଜିଲ୍ଲା ତଥା ରାଜ୍ୟସ୍ତରୀୟ ଟେନିକଏଟ,କ୍ରିକେଟ,ଫୁଟବଲ,ଭଲିବଲ ଠାରୁ ଆରମ୍ଭ କରି ବହୁ କ୍ରୀଡା ପ୍ରତିଯୋଗିତା ଆୟୋଜିତ ହେଉଛି | ହେଲେ ଏଠାରେ ମିନି ଷ୍ଟାଡିଅମ ନିର୍ମାଣ ପାଇଁ ଉଦ୍ୟମ ଆରମ୍ଭ ହୋଇଥିଲା | ୨୦୧୫ ରେ ଏହାର … Continue reading ଏଯାଏଁ ସମ୍ପୂର୍ଣ୍ଣ ହେଇନି ମିନି ଷ୍ଟାଡିଅମ