ମହାବିନାୟକ ପ୍ରକୃତି ପାରିଜାତ ଲୋକ ସାହିତ୍ୟ ସମ୍ମିଳନୀ!

ଅଷ୍ଟିନ ନ୍ୟୁଜ/ଯାଜପୁର କୈବଲ୍ୟ ସାହିତ୍ୟ ସଂସଦ ତରଫରୁ ମହାବିନାୟକ ପ୍ରକୃତି ପାରିଜାତ ଲୋକ ସାହିତ୍ୟ ସମ୍ମିଳନୀ ମହାବିନାୟକ ଅଷ୍ଟଶମ୍ଭୁ ମନ୍ଦିର,ଚଣ୍ଡିଖୋଲ ସ୍ଥିତ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ପ୍ରତିଷ୍ଠାତା ଡକ୍ଟର ସଂଗ୍ରାମ କେଶରୀ ସାମନ୍ତରାୟ ସଭାପତିତ୍ବ କରିଥିଲେ। ରାଜ୍ୟସ୍ତରୀୟ କବିତା ପାଠ ଓ ଆଲୋଚନାଚକ୍ର ଦୁଇଟି ପର୍ଯ୍ୟାୟରେ କରାଯାଇଥିଲା।କଣ୍ଠଶିଳ୍ପୀମାନଙ୍କ ଦ୍ଵାରା ଜଗନ୍ନାଥ ଜଣାଣ ଏବଂ ଭକ୍ତି ସଙ୍ଗୀତ ଗାନ କରାଯାଇଥିଲା। ଓଳାଶୁଣୀ ପୀଠର ସନ୍ଥ ରମାକାନ୍ତ ବାବା ପ୍ରଦୀପ ପ୍ରଜ୍ବଳନ କରି ସଭାକୁ ଉଦ୍ଘାଟନ କରିଥିଲେ।ମୁଖ୍ୟ ଅତିଥି … Continue reading ମହାବିନାୟକ ପ୍ରକୃତି ପାରିଜାତ ଲୋକ ସାହିତ୍ୟ ସମ୍ମିଳନୀ!