ଅବପାତର ରୂପ ନେଲା ଲଘୁଚାପ।

ଭୁବନେଶ୍ବର:   ତା-୨୩-୧୧-୨୦୨୦ ଅବପାତର ରୂପ ନେଲା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲମାର୍କଡ ଲୋ-ପ୍ରେସର । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ା ବା ବାତ୍ୟାର ରୂପ ନେବ । ଏହି ବାତ୍ୟା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ତାମିଲନାଡୁ ଏବଂ ପଣ୍ଡିଚେରୀ ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହା ଓଡ଼ିଶା ଉପରେ ସିଧାସଳଖ ପ୍ରଭାବ ନ ପକାଇଲେ ମଧ୍ୟ … Continue reading ଅବପାତର ରୂପ ନେଲା ଲଘୁଚାପ।