ରାଜ୍ୟପାଳଙ୍କ ପତ୍ନୀଙ୍କ ବିୟୋଗରେ ଗୃହରେ ଶୋକ ପ୍ରସ୍ତାବ ଆଗତ

ଭୁବନେଶ୍ୱର: ତା-୨୩-୧୧-୨୦୨୦  ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗତ କରିଥିବା ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ସମର୍ଥନ କରିଛନ୍ତି। କଂଗ୍ରେସ ବିଧାୟକ ନରସିଂହ ମିଶ୍ର ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଛନ୍ତି । ରାଜ୍ୟପାଳଙ୍କ ପତ୍ନୀଙ୍କ ବିୟୋଗରେ ନରସିଂହ ଦୁଃଖ … Continue reading ରାଜ୍ୟପାଳଙ୍କ ପତ୍ନୀଙ୍କ ବିୟୋଗରେ ଗୃହରେ ଶୋକ ପ୍ରସ୍ତାବ ଆଗତ