ଆସୁଛି ବାତ୍ୟା, ଓଡ଼ିଶା ଉପରେ ନାହିଁ ବିପଦ

ଭୁବନେଶ୍ୱର: ତା-୨୩-୧୧-୨୦୨୦ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତ ଅଧିକ ଘନୀଭୂତ ହେଉଛି। ଆସନ୍ତା ୨୪ ଘଣ୍ଟାରେ ଅବପାତ ସାଇକ୍ଲୋନିକ ଷ୍ଟର୍ମ ରୂପ ନେଇପାରେ। ସାଇକ୍ଲୋନିକ ଷ୍ଟର୍ମ ପରେ ଉତ୍ତର-ପଶ୍ଚିମକୁ ମୁହାଁଇବା ସମ୍ଭାବନା ରହିଛି। ତାମିଲନାଡୁ ଓ ପୁଡୁଚେରୀ ଉପକୂଳ କରାଇକାଲ ଓ ମାମଲାପୁରମ ମଧ୍ୟରେ ଗତି କରିବ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୫ ତାରିଖ ମଧ୍ୟାହ୍ନରେ ଭୀଷଣ ବାତ୍ୟା ଆଶଙ୍କା କରାଯାଇଛି। ୧୦୦ରୁ ୧୧୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ତେବେ ଓଡ଼ିଶା ଉପରେ … Continue reading ଆସୁଛି ବାତ୍ୟା, ଓଡ଼ିଶା ଉପରେ ନାହିଁ ବିପଦ