Sign in
Sign in
Recover your password.
A password will be e-mailed to you.
Breaking News
ସେବାରେ ଡକ୍ଟର ଅର୍ଜନ କଲେ ମହେଶ୍ବରବଡ଼ଚଣାର କୁବେର AEE ତପନ ସେଠୀଙ୍କୁ ଭିଜିଲାନ୍ସ ରେଡ !ନଅଦିନ ହେଲା ନିଖୋଜ ଟେର ପାଉନି କମିଶନରେଟ ପୋଲିସ !ବଡ଼ଚଣାରେ ମହିଷାଶୁର କିଏ?ଏମିତି ଆସିଛି ଶୁଭେଛା ବାର୍ତ୍ତାଉଦୟଗିରି ଶୋଭନୀୟ ଶିକ୍ଷାଶ୍ରମରେ ଶୋକ ସଭା।ଭାଜପା ଛାଡିଲେ ସିମନ୍ତିନି ଜେନା !ମାଟି ମାଫିଆଙ୍କ ଭୁ-ସ୍ୱର୍ଗ ଭାପୁର ପାଟ!ବର୍ଷାଙ୍କ ନିର୍ବାଚନ ମଣ୍ଡଳୀ ଗ୍ରସ୍ତ ପାଇଁ ବିଜଦର ବୈଠକ!ପର ଜମିରୁ ରାତି ହେଲେ ଚାଲିଛି ମାଟି ଚାଲାଣ!
ଯାତ୍ରୀ ବାହୀ ଟ୍ରେନ ବାତିଲ! ହେଲେ କେତେଦିନ?
ନୂଆଦିଲ୍ଲୀ
ତା-୨୫-୦୬-୨୦୨୦
ବର୍ତ୍ତମାନ କରୋନାର ଭୟବହତାକୁ ଲକ୍ଷ୍ଯ କରାଯାଇ ଭାରତୀୟ ରେଳବାଇ ପକ୍ଷରୁ ନିଆଯାଇଛି ନିଷ୍ପତ୍ତି। କେବଳ ମାଲବାହୀ ଟ୍ରେନକୁ ଛାଡିଦେଲେ, ଅନ୍ୟ ସମସ୍ତ ଯାତ୍ରୀବାହୀ ଟ୍ରେନ ଚଳାଚଳ ସ୍ଥଗିତ କରାଯାଇଛି।
ରେଳବାଇ ପକ୍ଷରୁ ସୂଚନାଆସନ୍ତା ୧୨ଅଗଷ୍ଟ!-->!-->!-->!-->!-->!-->!-->…
ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର
ଦେଶରେ ଲଗାତାର ଭାବେ ବଢ଼ି ଚାଲିଛି ପେଟ୍ରୋଲ ଓ ଡିଜେଲ ଦର; ଆଜି ପେଟ୍ରୋଲ ଲିଟର ପିଛା ୧୭ ପଇସା ଓ ଡିଜେଲ ଲିଟର ପିଛା ୧୩ ପଇସା ବୃଦ୍ଧି!!
ରଥଯାତ୍ରା! ପୁରୀରେ ଆରମ୍ଭ ହେଲା ଜୋରଦାର ପ୍ରସ୍ତୁତି
ପୁରୀ: ସୁପ୍ରିମ କୋର୍ଟରେ ରଥଯାତ୍ରା ପୁନର୍ବିଚାର ପ୍ରସଙ୍ଗକୁ ନେଇ ଚାଲିଥିବା ମାମଲାର ଶୁଣାଣି ଶେଷ ହୋଇ ନଥିବା ବେଳେ ରଥଯାତ୍ରା ପାଇଁ ଜଗନ୍ନାଥ ଧାମ ପୁରୀରେ ଯୁଦ୍ଧକାଳୀନ ଭିତ୍ତିରେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇ ଯାଇଛି। ରଥଟାଣିବା ପାଇଁ ରଥଖଳାରେ ୭ଜଣ ଡାହୁକ ଆସି!-->…
କରୋନାରେ ଆଉ ଜଣଙ୍କ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି
ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ହେଉଛି କରୋନାର ସ୍ଥିତି । ଗତକାଲି କରୋନା ମହାମାରୀରେ ୨ଜଣ ଆକ୍ରାନ୍ତ ଜୀବନ ହାରିଥିବା ବେଳେ ଆଜି ଆଉ ଜଣେ କୋଭିଡ-୧୯ ଭୁତାଣୁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ଗଞ୍ଜମ ଜିଲ୍ଲାର ବୋଲି ଜଣାପଡ଼ିଛି।
!-->!-->!-->…
ପୁରୀରେ ତିନି ରଥରେ ବିଜେ ହେଲା ଆଜ୍ଞାମାଳ
ପୁରୀ: ଆଜି ଆଷାଢ଼ ଶୁକ୍ଳପକ୍ଷ ପ୍ରତିପଦା ତିଥି। ପରମ୍ପରା ଅନୁସାରେ ରଥ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହୋଇଛି। ତିନି ରଥରେ ବିଜେ ହୋଇଛି ଆଜ୍ଞାମାଳ। ପ୍ରଥମେ ତାଳଧ୍ବଜ, ତା’ପରେ ନନ୍ଦିଘୋଷ ଓ ଶେଷରେ ଦେବଦଳନ ରଥରେ ଆଜ୍ଞାମାଳ ବିଜେ ହୋଇଥିଲା। ପାରମ୍ପରିକ ସେବକମାନଙ୍କ ଦ୍ବାରା ଏହି ନୀତି!-->…
ପୁଣି ବଢ଼ିଲା ତେଲ ଦର; ଦୈତନଗରୀରେ ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଏତିକି ଟଙ୍କାରେ ପହଞ୍ଚିଲା
ଭୁବନେଶ୍ୱର: ପୁଣି ତେଲ ଦରରେ ନିଆଁ ଲାଗିଛି। ଭୁବନେଶ୍ୱର ଓ କଟକରେ ପେଟ୍ରୋଲ ଦର ୮୦ ଟଙ୍କାରେ ପହଞ୍ଚିଛି। ଆଜି ପେଟ୍ରୋଲ ଲିଟର ପିଛା ୩୩ ପଇସା ବୃଦ୍ଧି ପାଇଥିବା ବେଳେ ଡିଜେଲ ଦର ୫୮ ପଇସା ବୃଦ୍ଧି ପାଇଛି। ତେଲ ଦର ଗତ ୧୬ ଦିନ ହେଲା ଲଗାତାର ବଢିବାରୁ ଗ୍ରାହକଙ୍କ ମଧ୍ୟରେ ଅସନ୍ତୋଷ ଦେଖା!-->…
