Sign in
Sign in
Recover your password.
A password will be e-mailed to you.
Breaking News
ସେବାରେ ଡକ୍ଟର ଅର୍ଜନ କଲେ ମହେଶ୍ବରବଡ଼ଚଣାର କୁବେର AEE ତପନ ସେଠୀଙ୍କୁ ଭିଜିଲାନ୍ସ ରେଡ !ନଅଦିନ ହେଲା ନିଖୋଜ ଟେର ପାଉନି କମିଶନରେଟ ପୋଲିସ !ବଡ଼ଚଣାରେ ମହିଷାଶୁର କିଏ?ଏମିତି ଆସିଛି ଶୁଭେଛା ବାର୍ତ୍ତାଉଦୟଗିରି ଶୋଭନୀୟ ଶିକ୍ଷାଶ୍ରମରେ ଶୋକ ସଭା।ଭାଜପା ଛାଡିଲେ ସିମନ୍ତିନି ଜେନା !ମାଟି ମାଫିଆଙ୍କ ଭୁ-ସ୍ୱର୍ଗ ଭାପୁର ପାଟ!ବର୍ଷାଙ୍କ ନିର୍ବାଚନ ମଣ୍ଡଳୀ ଗ୍ରସ୍ତ ପାଇଁ ବିଜଦର ବୈଠକ!ପର ଜମିରୁ ରାତି ହେଲେ ଚାଲିଛି ମାଟି ଚାଲାଣ!
କାଶୀପୁର ଗସ୍ତ କରିବେ ଜନସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର
ବର୍ତ୍ତମାନ ସୁଦ୍ଧା କାଶୀପୁରରେ ମୋଟ ୧୦୪ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣଙ୍କର ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛନ୍ତି ପ୍ରଶାସନ। ଗତକାଲି ସୁଦ୍ଧା ବିଭିନ୍ନ ମେଡିକାଲରେ ୫୬ ଜଣ ଆକ୍ରାନ୍ତ ଭର୍ତ୍ତି ହୋଇଛନ୍ତି। ୪୮ ଆକ୍ରାନ୍ତଙ୍କୁ ଘରେ ଚିକିତ୍ସା!-->…
କାଲି ପ୍ରକାଶ ପାଇବ CBSE ଦ୍ୱାଦଶ ବୋର୍ଡ ରେଜଲ୍ଟ
ଆସନ୍ତାକାଲି ପ୍ରକାଶ ପାଇବ CBSE ଦ୍ୱାଦଶ ବୋର୍ଡ ରେଜଲ୍ଟ। ଆସନ୍ତା କାଲି ଦିନ ସାଢ଼େ ୧୨ଟାରେ ରେଜଲ୍ଟ ପ୍ରକାଶ ପାଇବା ନେଇ ସୂଚନା ଦିଆଯାଇଛି। ତେବେ ପରୀକ୍ଷାର୍ଥୀମାନେ cbse.nic.in ୱେବ୍ସାଇଟ୍ରୁ ଜାଣିପାରିବେ ସେମାନଙ୍କ ରେଜଲ୍ଟ । ସୂଚନାଯୋଗ୍ୟ ଯେ ନିକଟରେ ICSE ବୋର୍ଡର ଦଶମ ଶ୍ରେଣୀ!-->…
ରାଜ୍ୟରେ ଦିନକୁ ୯ ଜଣ ଦୁଷ୍କର୍ମର ଶିକାର
ରାଜ୍ୟରେ ଦିନକୁ ୯ ଜଣ ଦୁଷ୍କର୍ମର ଶିକାର ହେଉଛନ୍ତି। ଗୃହ ବିଭାଗ ପକ୍ଷରୁ ଜାରି ହୋଇଥିବା ୨୦୨୧ ଶ୍ବେତପତ୍ରରୁ ଏହି ତଥ୍ୟ ସାମ୍ନାକୁ ଆସିଛି । ରିପୋର୍ଟ ଅନୁଯାୟୀ ପ୍ରତି ମାସରେ ରାଜ୍ୟରେ ୪୫ ଜଣ ଡକାୟତିର ଶିକାର ହେଉଛନ୍ତି। ୨୦୨୦ ତୁଳନାରେ ଦୁଷ୍କର୍ମ ଓ ଡକାୟତି ମାମଲା ବଢ଼ିଛି। ଶ୍ବେତ ପତ୍ର!-->…
ରାଞ୍ଚିରେ SIଙ୍କୁ ଗାଡ଼ି ମଡାଇ ହତ୍ୟା
ହରିୟାଣା ମର୍ଡର ଘଟଣାର ପୁନରାବୃତ୍ତି ଘଟିଛି। ରାଞ୍ଚିରେ SIଙ୍କୁ ଗାଡ଼ି ମଡାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମହିଳା ସବ୍ ଇନ୍ସପେର ସନ୍ଧ୍ୟା ଟୋପ୍ନୋଙ୍କୁ ଗାଡ଼ି ମଡାଇ ହତ୍ୟା କରାଯାଇଛି। ରାଞ୍ଚତ୍ର ତୁପୁଦନା ଅଞ୍ଚଳରେ ଯାଞ୍ଚ ବେଳେ ଗାଡ଼ି ମଡାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।!-->…
ଲୋକପ୍ରିୟ ସିଙ୍ଗର ମିକା ସିଂଙ୍କୁ ମିଳିଗଲା ତାଙ୍କ ଜୀବନ ସାଥୀ
ଲୋକପ୍ରିୟ ସିଙ୍ଗର ମିକା ସିଂଙ୍କୁ ମିଳିଗଲା ତାଙ୍କ ଜୀବନ ସାଥୀ । ଜୀବନ ସାଥୀ ପାଇଁ ମିକାଙ୍କର ସ୍ବୟଂବର ଚାଲିଥିଲା। ଏହି ପ୍ରତିଯୋଗୀତାରେ ସାଧାରଣ ଝିଅଙ୍କଠୁ ନେଇ ଅନେକ ଅଭିନେତ୍ରୀ ମଧ୍ୟ ସାମିଲ ହୋଇଥିଲେ। କିନ୍ତୁ ମିକାଙ୍କ ହୃଦୟ ଜିତିଛନ୍ତି ଟିଭିର ଜଣାଶୁଣା ଅଭିନେତ୍ରୀ ତଥା ବିଗ ବସ ଏକ୍ସ!-->…
ଅଫିମ ଚୋରା ଚାଲାଣ ବେଳେ ୫ ଗିରଫ
ଅଫିମ ଚାଲାଣ ବେଳେ ୫ ଜଣଙ୍କୁ ଗିରଫ କଲା ପୋଲିସ। କେନ୍ଦୁଝର ଅଫିମ ଚୋରା ଚାଲାଣ ବେଳେ ଧରାପଡ଼ିଲେ ଅଭିଯୁକ୍ତ। ହରିଚନ୍ଦନପୁର ଥାନା ଠାକୁରପଡ଼ା ଗାଁ ନିକଟରୁ ୧୦ କିଲୋ ଓଜନର ଅଫିମ ଜବତ କରାଯାଇଛି। ଏକ କାର୍ ସହ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ।
ରାଜ୍ୟରେ ପୁଣି ୧୦୦୦ ପାର କଲା କରୋନା ସଂକ୍ରମିତଙ୍କ ସଂଖ୍ୟା
ରାଜ୍ୟରେ ପୁଣି ୧୦୦୦ ପାର କଲା କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୧୧୨୨ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ସଙ୍ଗରୋଧରୁ ୬୫୮
ସ୍ଥାନୀୟ ସଂକ୍ରମଣରୁ ୪୬୪ ଜଣ ଚିହ୍ନଟ ହୋଇଛନ୍ତି। ୧୮ ବର୍ଷରୁ କମ୍ ବୟସ ବର୍ଗର ଆକ୍ରାନ୍ତ ୧୬୪ ହୋଇଥିବା!-->!-->!-->…
ଆଜି ଶ୍ରୀଲଙ୍କାରେ ରାଷ୍ଟ୍ରପତି ନିର୍ବାଚନ
ଆଜି ହେଉଛି ଶ୍ରୀଲଙ୍କାରେ ରାଷ୍ଟ୍ରପତି ନିର୍ବାଚନ। ତେବେ ରାଷ୍ଟ୍ରପତି ନିର୍ବାଚନ ପାଇଁ ରେସ୍ରେ ଅଛନ୍ତି ୩ ଜଣ ପ୍ରାର୍ଥୀ, ରନୀଲ ୱିକ୍ରମସିଂଘେ, ଦୁଲ୍ଲାସ ଅଲ୍ହାପ୍ପେରୁମା ଓ ଅନୁରା କୁମାରା ଦିଶାନାୟକେ । ୪୪ ବର୍ଷ ପରେ ପ୍ରଥମଥର ପାଇଁ ପ୍ରତ୍ୟକ୍ଷ ଭାବେ ଦେଶରେ ହେବ ରାଷ୍ଟ୍ରପତି!-->…
୨୦୨୧ରେ ହ୍ରାସ ପାଇଛି ମାଓ ହିଂସା
ଶ୍ବେତପତ୍ର ଜାରି କଲେ ରାଜ୍ୟ ସରକାର। ୨୦୨୧ରେ ହ୍ରାସ ପାଇଛି ମାଓ ହିଂସା।ମାଓବାଦୀଙ୍କ ପ୍ରତି ଜନସମର୍ଥନ ହ୍ରାସ ପାଇଥିବା ନେଇ ଏଥିରେ ଉଲ୍ଲେଖ କରାଯାଇଛି। ସ୍ବାଭିମାନ ଅଞ୍ଚଳ ସମେତ କଳାହାଣ୍ଡି, ରାୟଗଡ଼ା, କନ୍ଧମାଳରେ ସ୍ଥିତିରେ ପରିବର୍ତ୍ତନ ଆସିଛି।ପୋଲିସ ସହିତ ଗୁଳିବିନିମୟରେ ୭ ମାଓବାଦୀ,!-->…
ଏଣିକି ଏଟିଏମରେ ମିଳିବ ୨୪ଘଂଟିଆ ରାସନ୍ ଚାଉଳ
ରାଜ୍ୟରେ ଏଣିକି ଏଟିଏମରେ ମିଳିବ ୨୪ଘଂଟିଆ ରାସନ୍ ଚାଉଳ । ରାଜ୍ୟ ସରକାରଙ୍କ ପକ୍ଷରୁ ଏ ନେଇ ଅଲ ଟାଇମ୍ ଗ୍ରେନ (ଏଟିଜି) ବ୍ୟବସ୍ଥା କରାଯାଉଛି । ପାଇଲଟ୍ ପ୍ରକଳ୍ପ ଭାବେ ରାଜଧାନୀ ଭୁବନେଶ୍ୱରରେ ଏହାର ଆରମ୍ଭ ହେବ ଏବଂ ପରବର୍ତ୍ତୀ ସମୟରେ ରାଜ୍ୟର ସମସ୍ତ ଜିଲ୍ଲା ଓ ସଦର ମହକୁମାରେ ଏହାର!-->…
