News portal website
before header

ମହଙ୍ଗା ପଡିଲା ନାବାଳିକା ପ୍ରେମ!!

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର ତା-୧୮-୦୬-୨୦୨୧ ମହଙ୍ଗା ପଡିଲା ନାବାଳିକା ପ୍ରେମ ଓ ଘରୁ ନେଇ ପଳାଇବା । ବନ୍ଧା ହେଲା ଯୁବକ । ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଟାଉନ୍‌ ଥାନା ନୁରୁବାଦଳା ଗାଁ ର ଘଟଣା । ଲିକନ ମହାନ୍ତ ନାମକ ଯୁବକଙ୍କୁ ଗିରଫ କରିଛି ପୋଲିସ ।ଖବର…

କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୬୨ ହଜାରରୁ ଅଧିକ ପଜିଟିଭ୍, ୧୫୮୭ ମୃତ

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର ତା-୧୮-୦୬-୨୦୨୧ ଦେଶରେ କରୋନା ସଂକ୍ରମଣ ତଳମୁହାଁ ହେବାରେ ଲାଗିଛି । ୨ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷରୁ କମ୍ କରୋନା ସଂକ୍ରମିତ ଚିହ୍ନଟ…

୩୧ ସୁଦ୍ଧା ସିବିଏସଇ ରେଜଲ୍ଟ!!

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର ତା-୧୮-୦୬-୨୦୨୧ ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ ସିବିଏସଇ ଦ୍ବାଦଶ ଶ୍ରେଣୀ ପରୀକ୍ଷାଫଳ । ୩୦-୩୦-୪୦ ଫର୍ମୁଲାରେ ରେଜଲ୍ଟ ପ୍ରକାଶ କରିବ ସିବିଏସଇ । ଏନେଇ ସୁପ୍ରିମକୋର୍ଟଙ୍କୁ ଅବଗତ କରାଯାଇଛି । ମାର୍କକୁ ନେଇ ଅସନ୍ତୁଷ୍ଟ…

ରାଜ୍ୟ ସରକାରଙ୍କ କୋଭିଡ ପ୍ଯାକେଜ ୧୬୯୦.୪୬ କୋଟି।

ଅଷ୍ଟିନ୍ ନ୍ୟୁଜ୍/ ଭୁବନେଶ୍ୱର ତା-୧୮-୦୬-୨୦୨୧ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକମାନଙ୍କ ପାଇଁ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି।ଏହାଦ୍ବାରା ଭୂମିହୀନ ଚାଷୀ, ନିର୍ମାଣ…

୧୧ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର ତା-୧୭-୦୬-୨୦୨୧ ରାଜ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର କାଳବୈଶାଖୀ ନେଇ ଆଜି ପାଣିପାଗ ବିଭାଗ ଜାରି କରିଛି ୟେଲୋ ୱାର୍ଣ୍ଣିଂ।ପାଣିପାଗ ବିଭାଗ ପକ୍ଷରୁ ୧୧ ଜିଲ୍ଲା ଲାଗି ସତର୍କ ସୂଚନା ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ,…

ଆଜିଠୁ କଟକଣା ଆଂଶିକ କୋହଳ!!

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର ତା-୧୭-୦୬-୨୦୨୧ ଆଜିଠୁ ରାଜ୍ୟରେ ଆଂଶିକ କୋହଳ ହେଲା ଲକ୍‌ଡାଉନ୍‌ କଟକଣା। ନୂଆ ନିୟମ ଅନୁଯାୟୀ ସଂକ୍ରମଣ ହାର ଅନୁସାରେ ୩୦ଟି ଜିଲ୍ଲାକୁ କ୍ୟାଟେଗୋରୀ-A ଓ B ରେ ଭାଗ କରାଯାଇଛି।କ୍ୟାଟେଗୋରୀ -A ରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୧୭…

ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର ତା-୧୭-୦୬-୨୦୨୧ ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ । ବୁଧବାର ରାତିରେ ହସ୍ପିଟାଲର ୯ମ ମହଲାରେ ନିଆଁ ଲାଗିଥିଲା । ଲ୍ୟାବରେ ନିଆଁ ଲାଗିବା ପରେ ଧୂଆଁ ବାହାରିଥିଲା ।ଖବର ପାଇ ପୋଲିସ ଓ ଦମକଳ ବାହିନୀର ଟିମ ଘଟଣାସ୍ଥଳରେ ପହଂଚିଥିଲେ । ଫାୟାର…

୨୪ ଘଣ୍ଟା ମଧ୍ୟରେ ୩୬୩୧ କରୋନା ପଜିଟିଭ୍ ଚିହ୍ନଟ

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର ତା-୧୭-୦୬-୨୦୨୧ ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୬୩୧ କରୋନା ପଜିଟିଭ୍ ଚିହ୍ନଟ…

ଆନ୍ଦୋଳନ କୁ ଓଲ୍ହାଇଲେ ପ୍ରାୟ ୧୩ ହଜାର ଅସ୍ଥାୟୀ ଶିକ୍ଷକ

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର ତା-୧୬-୦୬-୨୦୨୧ ଏବେ ଅସ୍ଥାୟୀ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ସରକାରଙ୍କୁ ଚିନ୍ତାରେ ପକାଇଛନ୍ତି । ପଞ୍ଜାବରେ ଏବେ ଅସ୍ଥାୟୀ ଶିକ୍ଷକଙ୍କ ଆନ୍ଦୋଳନ ଏବେବି ଜାରି ରହିଛି । ସ୍ଥାୟୀ ନିଯୁକ୍ତି ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ପ୍ରାୟ ୧୩ ହଜାର…

ବିନା ଭକ୍ତରେ ହେବ ସ୍ନାନ ଯାତ୍ରା

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର ତା-୧୬-୦୬-୨୦୨୧ ଭକ୍ତରେ ହେବ ଦେବସ୍ନାନ ପୂର୍ଣ୍ଣିମା । ମିଳିଥିବା ସୂଚନା ଅନୁଯାୟୀ ଜୁଲାଇ ୨୫ ପର୍ଯ୍ୟନ୍ତ ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ । ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ଏନେଇ ନିଷ୍ପତ୍ତି…