Sign in
Sign in
Recover your password.
A password will be e-mailed to you.
Breaking News
ପ୍ରଧାନଶିକ୍ଷକଙ୍କ ଜାତିଆଣ ଆକ୍ଷେପ ମାମଲା ରୁଜୁଶତରଞ୍ଜ ଚାମ୍ପିଅନସିପ୍ 2026 ରେ ସ୍ପର୍ଶଙ୍କ ଶାନଦାର ପ୍ରଦର୍ଶନ !ଆତ୍ମହତ୍ୟା ନା ହତ୍ୟା ?ବଡ଼ଚଣାରେ ଲଜ୍ଜା ପୋସ୍କୋ ଆକ୍ଟରେ ମାମଲା ରୁଜୁ !ସେବାରେ ଡକ୍ଟର ଅର୍ଜନ କଲେ ମହେଶ୍ବରବଡ଼ଚଣାର କୁବେର AEE ତପନ ସେଠୀଙ୍କୁ ଭିଜିଲାନ୍ସ ରେଡ !ନଅଦିନ ହେଲା ନିଖୋଜ ଟେର ପାଉନି କମିଶନରେଟ ପୋଲିସ !ବଡ଼ଚଣାରେ ମହିଷାଶୁର କିଏ?ଏମିତି ଆସିଛି ଶୁଭେଛା ବାର୍ତ୍ତାଉଦୟଗିରି ଶୋଭନୀୟ ଶିକ୍ଷାଶ୍ରମରେ ଶୋକ ସଭା।
କ୍ରମାଗତ ଭାବରେ ଖସୁଛି କରୋନା ସଂକ୍ରମଣ
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୦୭-୦୬-୨୦୨୧
ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୮ କରୋନା ପଜିଟିଭ୍ ଚିହ୍ନଟ!-->!-->!-->!-->!-->…
ବଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କ ନାମରେ ଚୋରି ଅଭିଯୋଗ
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୦୬-୦୬-୨୦୨୧
ଶୁଭେନ୍ଦୁ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ । ପଶ୍ଚିମବଙ୍ଗର କାନ୍ଥିରେ ବିଜେପି ନେତା ଶୁଭେନ୍ଦୁ ଅଧିକାରୀ ଏବଂ ତାଙ୍କ ଭାଇଙ୍କ ବିରୋଧରେ ଏକ ମାମଲା ଦାଏର କରାଯାଇଛି । ଦୁଇ ଭାଇ ମ୍ୟୁନିସିପାଲିଟିରୁ ରିଲିଫ୍ ସାମଗ୍ରୀ ଚୋରି କରିଥିବା!-->!-->!-->!-->!-->…
୩ ବର୍ଷ ଛୁଆଙ୍କୁ କରୋନା ଟୀକା ଦେବାକୁ ଚୀନ ପ୍ରସ୍ତୁତ
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୦୬-୦୬-୨୦୨୧
ବିଶ୍ୱରେ ପ୍ରଥମ ଦେଶ ଭାବେ ଚୀନ ୩ ବର୍ଷର ଛୁଆଙ୍କୁ କରୋନା ଟିକା ଦେବାକୁ ପ୍ରସ୍ତୁତ ହେଉଛି । ଏହି ଟିକାକୁ ଉତ୍ପାଦନ କରୁଛି ‘ସାଇନୋଭ୍ୟାକ୍ ବାୟୋଟେକ୍’ । ଛୁଆଙ୍କ ପାଇଁ ଏହି ଟିକା ଜରୁରୀକାଳୀନ ଭିତ୍ତିରେ ଦେବା ପାଇଁ ଚୀନ୍ ସରକାର!-->!-->!-->!-->!-->…
ଯୁବ ବିଜେପି ପ୍ରଭାରୀଙ୍କୁ ହତ୍ଯା!
ଅଷ୍ଟିନ ନ୍ୟୁଜ/ମୟୁରଭଞ୍ଜ
ତା-୦୬-୦୬-୨୦୨୧
ଜଗବନ୍ଧୁ ପ୍ରଧାନ
ବାଲେଶ୍ଵର ଜିଲ୍ଲା ବିଜେପି ଦଳର ଯୁବ ପ୍ରଭାରୀ ରଣଜିତ ପ୍ରଧାନଙ୍କୁ ହତ୍ଯା।ଗତକାଲି ରାତିରେ କପ୍ତିପଦା ନୂଆସାହିର ବାଘମରା,ଛକରେ ୪ଜଣ ନିଶାଶକ୍ତ ଯୁବକ ପିଟିପିଟି ମାରି ଦେଇଛନ୍ତି।
ଘଟଣାରୁ!-->!-->!-->!-->!-->!-->!-->!-->!-->!-->!-->!-->!-->…
ଭଦ୍ରକ ଯୁବକଙ୍କୁ ରାଜଧାନୀରେ ହତ୍ଯା
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୦୬-୦୬-୨୦୨୧
ରାଜଧାନୀରେ ଜଘନ୍ୟ ହତ୍ୟା । ଭଦ୍ରକର ଜଣେ ଯୁବକଙ୍କୁ ପଥରରେ ଛେଚି ଛେଚି ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ଦୁର୍ବୃତ୍ତ ।ଏପରି ଏକ ଅଭାବନୀୟ ଘଟଣା ଘଟିଛି ଖାରବେଳନଗର ଥାନା ଅନ୍ତର୍ଗତ ହୋଟେଲ ସ୍ୱସ୍ତି ଗ୍ରାଣ୍ଡ ପଛପଟେ ।
!-->!-->!-->!-->!-->!-->!-->…
ଲଗାତାର କମୁଛି ସଂକ୍ରମଣ, ସତର୍କ ରହିବା ଜରୁରୀ
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୦୬-୦୬-୨୦୨୧
ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୦୦୨ କରୋନା ପଜିଟିଭ୍!-->!-->!-->!-->!-->…
କେନ୍ଦ୍ରର ଟ୍ଵିଟରକୁ ଶେଷ ଚେତାବନୀ
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୦୫-୦୬-୨୦୨୧
କେନ୍ଦ୍ରସରକାର ଙ୍କ ଟ୍ଵିଟର କମ୍ପାନିକୁ ଏବେ ଶେଷ ଚେତାବନୀ । ଦୀର୍ଘ ଦିନ ହେବ ସୋସିଆଲ୍ ମିଡିଆର ପ୍ରମୁଖ ଟ୍ଵିଟର କମ୍ପାନି ସହ ଲାଗିରହିଥିବା ବିବାଦ ଉଗ୍ର ରୂପ ନେଇଛି ।
ସରକାର ଶନିବାର ଟ୍ଵିଟରକୁ ନୋଟିସ ଜାରି କରି ତୁରନ୍ତ!-->!-->!-->!-->!-->!-->!-->…
ଛାତ୍ରଛାତ୍ରୀଙ୍କୁ ବିଦେଶ ଯିବାକୁ ଥିଲେ ଦିଆଯିବ ଟିକା
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୦୫-୦୬-୨୦୨୧
ପାଠ ପଢ଼ା ପାଇଁ ବିଦେଶ ଯିବାକୁ ଥିବା ଛାତ୍ରଛାତ୍ରୀଙ୍କୁଦିଆଯିବ ଟିକା। ଭୁବନେଶ୍ୱର ମହାନଗର ଅଞ୍ଚଳର ଛାତ୍ରଛାତ୍ରୀଙ୍କୁ ଟୀକା ଦିଆଯିବ । ଅନେଇ ସୂଚନା ଦେଇଛନ୍ତି ବିଏମ୍ସି କମିଶନର ।ପାଠପଢ଼ା ପାଇଁ ବିଦେଶ ଯିବାକୁ ଇଚ୍ଛୁକ ପିଲା ବହୁ!-->!-->!-->!-->!-->…
ବିଦ୍ୟାଳୟରୁ ଦୁଇ ଲକ୍ଷ ଟଙ୍କାର ସାମଗ୍ରୀ ଚୋରି।
ଅଷ୍ଟିନ ନ୍ୟୁଜ୍/ମୟୁରଭଞ୍ଜ
ତା-୦୫-୦୬-୨୦୨୧
ଉଦଳା-ଜଗବନ୍ଧୁ ପ୍ରଧାନ
ମୟୂରଭଞ୍ଜ ଜିଲ୍ଲା ପାଟଶାଣୀପୁର ହାଇସ୍କୁଲରୁ ଦୁଇ ଲକ୍ଷ ଟଙ୍କାର ସାମଗ୍ରୀ ଚୋରି।ଉଦଳା ବ୍ଲକର ପାଟଶାଣୀପୁର ପଞ୍ଚାୟତ ହାଇସ୍କୁଲରୁ ଗତକାଲି ରାତିରେ ଚୋରି ହୋଇଛି।ସେହି ସ୍କୁଲରେ ରାତ୍ରି ଜଗୁଆଳି ସୁରେନ୍ଦ୍ର!-->!-->!-->!-->!-->!-->!-->…
ଓଡ଼ିଶା ସରକାରଙ୍କୁ ଟାର୍ଗେଟ କଲେ: ସାଂସଦ ଅପରାଜିତା ଷଢ଼ଙ୍ଗୀ
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୦୫-୦୬-୨୦୨୧
ଏସଡିଜି ରିପୋର୍ଟକୁ ନେଇ ଓଡ଼ିଶା ସରକାରଙ୍କୁ ଟାର୍ଗେଟ କଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଢ଼ଙ୍ଗୀ । କହିଲେ ଓଡ଼ିଶାର ସ୍ଥିତି ଭଲ ନାହିଁ, ସରକାର ଏଥିପ୍ରତି ଗୁରୁତ୍ୱ ଦେବା ଉଚିତ୍ । ଏସଡିଜି ରିପୋର୍ଟ ଖୋଲିଦେଲା ସରକାରଙ୍କ!-->!-->!-->!-->!-->…
