News portal website
before header

ଦିଲ୍ଲୀରୁ ବାତ୍ୟା ‘ଗୁଲାବ’ର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ : ଅପରାହ୍ଣ ସୁଦ୍ଧା ସ୍ଥାନାନ୍ତରଣ କାର୍ଯ୍ୟ…

ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର ତା-୨୬-୦୯-୨୦୨୧ ସମ୍ଭାବ୍ୟ ବାତ୍ୟା 'ଗୁଲାବ'ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିଲ୍ଲୀ ଗସ୍ତରେ ଥାଇ ମଧ୍ୟ ଆଜି ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ସମୀକ୍ଷା…

ବାତ୍ୟା ପାଇଁ ଆସନ୍ତା କାଲି ୧୧ ଜିଲ୍ଲାରେ ସ୍କୁଲ ଛୁଟି

ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର ତା-୨୬-୦୯-୨୦୨୧ ସ୍ଥଳଭାଗ ମୁହାଁ ସମ୍ଭାବ୍ୟ ବାତ୍ୟା ଗୁଲାବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ପ୍ରକାରର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଥିପାଇଁ ଆସନ୍ତାକାଲି ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ରହିବ । ମଙ୍ଗଳବାର ସ୍ଥିତିକୁ…

ଭିଜିଲାନ୍ସ ପଞ୍ଝାରେ ଗୋପ ଥାନା ଏଏସଆଇ ରାଧାଶ୍ୟାମ ନାୟକ

ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର ତା-୨୬-୦୯-୨୦୨୧ ଭିଜିଲାନ୍ସ ଜାଲରେ ଥାନା ବାବୁ। ଏଭଳି ଏକ ଘଟଣା ଘଟିଛି ପୁରୀ ଜିଲ୍ଲାର ଗୋପରେ । ମିଳିଥିବା ସୂଚନା ଅନୁସାରେ, ଭିଜିଲାନ୍ସ ଜାଲରେ ପଡିଛନ୍ତି ଗୋପ ଥାନା ଏଏସଆଇ ରାଧାଶ୍ୟାମ ନାୟକ। ଜମିବାଡି ଵିଵାଦର ସମାଧାନ ପାଇଁ ୨ହଜାର ଟଙ୍କା ଲାଞ୍ଚ…

ରାତି ୯ଟାରେ ଆରମ୍ଭ ହେବ ବାତ୍ୟା ଗୁଲାବର ଲ୍ୟାଣ୍ଡଫଲ ପ୍ରକ୍ରିୟା !

ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର ତା-୨୬-୦୯-୨୦୨୧ ବାତ୍ୟା ଗୁଲାବ୍‌ ପ୍ରଭାବରେ ଅଧିକ ପ୍ରଭାବିତ ହେବ ଗଞ୍ଜାମ ଓ ଗଜପତି ଜିଲ୍ଲା । ସମ୍ଭବତଃ ରାତି ୯ଟା ବେଳକୁ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଶ୍ରୀକାକୁଲମ ଓ ଗୋପାଳପୁର ମଧ୍ୟରେ ସ୍ଥଳଭାଗ ଛୁଇଁପାରେ। ରବିବାର ମଧ୍ୟାହ୍ଣ ପରେ ଓଡ଼ିଶାରେ…

ବ୍ରିଜରୁ ମହାନଦୀକୁ ଡେଇଁ ବିଜେବି କଲେଜ୍ ଅଧ୍ୟାପକ ପ୍ରଫେସର ଦେବାଶିଷ ଦାସ ନିଖୋଜ

ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର ତା-୨୬-୦୯-୨୦୨୧ ଆଜି ସକାଳୁ ସକାଳୁ ଘଟିଛି ଏକ ଅଘଟଣ। ସବୁ ଠିକ୍ ଠାକ ଲାଗୁଥିଲା, ରାସ୍ତାରେ ଗାଡି ମୋଟର ମଧ୍ଯ ଯାଅ ଆସ କରୁଥିଲା, ହେଲେ କେହି କିଛି ବୁଝିବା ଆଗରେ ହଠାତ୍ ଏକ ଜଗତପୁର ବ୍ରିଜ ତଳେ କିଛି ଗୋଟାଏ ଶଦ୍ଦ ହେଲା। ଲୋକ ରୁଣ୍ଡ ହୋଇ…

ଓଡ଼ିଶାରେ ଜାତୀୟ ଚେସ ଏକାଡେମୀ ପାଇଁ ନିଷ୍ପତ୍ତି;ଟିମରେ ଫିଡେ ଆର୍ବିଟର ରଞ୍ଜନ ମହାନ୍ତି ସାମିଲ।

ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର ତା-୨୬-୦୫-୨୦୨୧ ଓଡିଶା କ୍ରୀଡା କ୍ଷେତ୍ରରେ ଅଗ୍ରଣୀ ହେବାକୁ ଯାଉଛି, ବିଶେଷ କରି ଦିମାଗର ଗେମ "ଚେସ" ଓପରେ ରାଜ୍ଯ ସରକାର ପ୍ରାଧାନ୍ଯ ଦେବାକୁ ଯାଉଛନ୍ତି । ଗ୍ରାଣ୍ଡମାଷ୍ଟର ପ୍ରବୀଣ ଥିପେସୀଙ୍କ ଅଧ୍ଯକ୍ଷତାରେ ଏକ ସାତ ଜଣିଆ ଯୋଜନା ଓ…

ଆମେରିକା ହସ୍ତାନ୍ତର କରିଥିବା ୧୫୭ ଉପହାର ଧରି ସ୍ବଦେଶ ବାହୁଡିଲେ ପିଏମ୍ ମୋଦୀ

ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର ତା-୨୬-୦୯-୨୦୨୧ ଆମେରିକା ଗସ୍ତ ସାରି ସ୍ବଦେଶ ଫେରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସାଙ୍ଗରେ ନେଇ ଆସୁଛନ୍ତି ଯୁକ୍ତରାଷ୍ଟ୍ର ଆମେରିକା ହସ୍ତାନ୍ତର କରିଥିବା ୧୫୭ଟି ପ୍ରାଚୀନ ହସ୍ତଶିଳ୍ପ ସାମଗ୍ରୀ ।ମୋଦିଙ୍କୁ ମିଳିଥିବା ଉପହାର ସମୂହ ୧୫୭…

ଜନ୍ମମାଟିରେ ପହଞ୍ଚିଲା ଓଡ୍ରାଫ୍ ଯବାନ ସୀତାରାମ ମୁର୍ମୁଙ୍କ ମର ଶରୀର : ରାଷ୍ଟ୍ରୀୟ ମର୍ଯ୍ୟାଦାରେ ହେବ ଶେଷକୃତ୍ୟ

ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର ତା-୨୬-୦୯-୨୦୨୧ ସୀତାରାମଙ୍କୁ ଝୁରୁଛି ଜନ୍ମମାଟି। ଉଦ୍ଧାର କାର୍ଯ୍ୟରେ ସେ ଧୁରନ୍ଧର ଥିଲେ। ଅନେକ ଚ୍ୟାଲେଞ୍ଜକୁ ସଫଳତାର ସହ ମୁକାବିଲା କରୁଥିବା ଲୋକଟି ଏମିତି ଏକ ଅପରେସନ୍‌ ବେଳେ ଜୀବନ ଚାଲିଯିବାକୁ କେହି ବି କଳ୍ପନା କରିପାରୁ ନାହାନ୍ତି। ଆଜି…

ଗୁଲାବ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ : ୭ ଜିଲ୍ଲା ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି

ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର ତା-୨୬-୦୯-୨୦୨୧ ଭୀଷଣ ରୂପ ନେଇଛି ବାତ୍ୟା ‘ଗୁଲାବ’ । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି । କିଛି ଅଞ୍ଚଳରେ ଝିପଝିପ୍ ବର୍ଷା ହେଉଛି । ସମୁଦ୍ର ଭିତରେ ବାତ୍ୟା ଏବେ ଘଂଟା ପ୍ରତି ୭କିଲୋମିଟର ବେଗରେ ଉତରପଶ୍ଚିମ ଦିଗରେ ଗତି କରୁଛି…

ବାତ୍ୟା ପାଇଁ ୨୬ଟି ଟ୍ରେନ୍‌ ବାତିଲ

ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର ତା-୨୬-୦୯-୨୦୨୧ ସ୍ଥଳଭାଗ ମୁହାଁ ସମ୍ଭାବ୍ୟ ବାତ୍ୟା ‘ଗୁଲାବ’। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ ସମ୍ଭାବ୍ୟ ବାତ୍ୟା ଆଶଙ୍କା ଯୋଗୁଁ ୨୬ଟି ଟ୍ରେନ୍‌ ବାତିଲ କରାଯାଇଛି । ଏ ନେଇ ଭାରତୀୟ ରେଳବାଇ ତରଫରୁ ସୂଚନା…