News portal website
before header

ଆସୁଛି ବାତ୍ୟା, ଓଡ଼ିଶା ଉପରେ ନାହିଁ ବିପଦ

ଭୁବନେଶ୍ୱର: ତା-୨୩-୧୧-୨୦୨୦ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତ ଅଧିକ ଘନୀଭୂତ ହେଉଛି। ଆସନ୍ତା ୨୪ ଘଣ୍ଟାରେ ଅବପାତ ସାଇକ୍ଲୋନିକ ଷ୍ଟର୍ମ ରୂପ ନେଇପାରେ। ସାଇକ୍ଲୋନିକ ଷ୍ଟର୍ମ ପରେ ଉତ୍ତର-ପଶ୍ଚିମକୁ ମୁହାଁଇବା ସମ୍ଭାବନା ରହିଛି। ତାମିଲନାଡୁ ଓ ପୁଡୁଚେରୀ ଉପକୂଳ କରାଇକାଲ…

କମେଡି କୁଇନ ଭାରତୀ ଓ ହର୍ଷଙ୍କୁ ମିଳିଲା ଜାମିନ।

ମୁମ୍ବାଇ:  ୨୩-୧୧-୨୦୨୦ ଡ୍ରଗ୍ସ ମାମଲାରେ ହାସ୍ୟ ଅଭିନେତା ଭାରତୀ ସିଂ ଏବଂ ସ୍ୱାମୀ ହର୍ଷ ଲିମ୍ବାଚିଆଙ୍କୁ ମୁମ୍ବାଇ କୋର୍ଟ ଜାମିନ ପ୍ରଦାନ କରିଛନ୍ତି।  ଶନିବାର ଦିନ ଡ୍ରଗ୍ସ ମାମଲାରେ ଭାରତୀ ସିଂ ଏବଂ ତାଙ୍କ ସ୍ୱାମୀ ହର୍ଷ ଲିମ୍ବାଚିଆଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ…

ରାଜ୍ୟପାଳଙ୍କ ପତ୍ନୀଙ୍କ ବିୟୋଗରେ ଗୃହରେ ଶୋକ ପ୍ରସ୍ତାବ ଆଗତ

ଭୁବନେଶ୍ୱର: ତା-୨୩-୧୧-୨୦୨୦  ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗତ…

ପରଲୋକରେ ମହାତ୍ମା ଗାନ୍ଧୀଙ୍କ ନାତି

ନୂଆଦିଲ୍ଲୀ: ତା-୨୨-୧୧-୨୦୨୦ କରୋନା ମହାମାରୀ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। କରୋନାରେ ବହୁ ବଡ ବଡ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଏହି ତାଲିକାରେ ବର୍ତ୍ତମାନ ଦକ୍ଷିଣ ଆଫ୍ରିକାର ଅଧିବାସୀ ତଥା ମହାତ୍ମା ଗାନ୍ଧୀଙ୍କ ନାତି କରୋନାରେ ପ୍ରାଣ ହରାଇଛନ୍ତି। ତାଙ୍କ…

ଅବପାତର ରୂପ ନେଲା ଲଘୁଚାପ।

ଭୁବନେଶ୍ବର:   ତା-୨୩-୧୧-୨୦୨୦ ଅବପାତର ରୂପ ନେଲା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲମାର୍କଡ ଲୋ-ପ୍ରେସର । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ା ବା ବାତ୍ୟାର ରୂପ ନେବ । ଏହି ବାତ୍ୟା ଉତ୍ତର-ପଶ୍ଚିମ ଦିଗକୁ ଗତି କରି…

ରାଜ୍ଯପାଳଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ଦେହାନ୍ତ!

ଭୁବନେଶ୍ୱର ତା-୨୩-୧୧-୨୦୨୦ ଓଡିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ଦେହାନ୍ତ ହୋଇଯାଇଛି। ସୁଶୀଳା ଦେବୀ ଦୀର୍ଘ ଦିନ ହେବ ଅସୁସ୍ଥ ଥିଲେ, ଘରୋଇ ଡାକ୍ତରଖାନାରେ ଚିକିତ୍ସା ହେଉଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ…

ସ୍କୁଲ ମିଶ୍ରଣ ନେଇ ବଦଳିଲା ସରକାରଙ୍କ ନିଷ୍ପତ୍ତି!

ଭୁବନେଶ୍ୱର: ତା-୨୨-ନଭେମ୍ବର-୨୦୨୦ ବହୁ ବିରୋଧ ପରେ ସ୍କୁଲ ମିଶ୍ରଣ ନେଇ ବଦଳିଲା ରାଜ୍ୟ ସରକାରଙ୍କ ନିଷ୍ପତ୍ତି । ସିଡୁଲ ଏରିଆରେ ସ୍କୁଲ ମିଶ୍ରଣ ନିଷ୍ପତ୍ତି ବଦଳାଇଲେ ରାଜ୍ୟ ସରକାର। ଏଣିକି ୨୦ ନୁହେଁ  ୧୫ରୁ କମ୍ ପିଲା ଥିବା ସ୍କୁଲର ମିଶ୍ରଣ ନିଷ୍ପତ୍ତି ହୋଇଥିବା ସୂଚନା…