Sign in
Sign in
Recover your password.
A password will be e-mailed to you.
Breaking News
ବଡ଼ଚଣାର କୁବେର AEE ତପନ ସେଠୀଙ୍କୁ ଭିଜିଲାନ୍ସ ରେଡ !ନଅଦିନ ହେଲା ନିଖୋଜ ଟେର ପାଉନି କମିଶନରେଟ ପୋଲିସ !ବଡ଼ଚଣାରେ ମହିଷାଶୁର କିଏ?ଏମିତି ଆସିଛି ଶୁଭେଛା ବାର୍ତ୍ତାଉଦୟଗିରି ଶୋଭନୀୟ ଶିକ୍ଷାଶ୍ରମରେ ଶୋକ ସଭା।ଭାଜପା ଛାଡିଲେ ସିମନ୍ତିନି ଜେନା !ମାଟି ମାଫିଆଙ୍କ ଭୁ-ସ୍ୱର୍ଗ ଭାପୁର ପାଟ!ବର୍ଷାଙ୍କ ନିର୍ବାଚନ ମଣ୍ଡଳୀ ଗ୍ରସ୍ତ ପାଇଁ ବିଜଦର ବୈଠକ!ପର ଜମିରୁ ରାତି ହେଲେ ଚାଲିଛି ମାଟି ଚାଲାଣ!ଏକାଠି ହେଲେ ଜନ୍ମେଜୟ ସମର୍ଥକ ଟିକେଟ ନେଇ ବଢ଼ିଲା ସସପେନ୍ସ!
ବିନା ଭକ୍ତରେ ଖୋଲିଲା କେଦାରନାଥ ଧାମ
ଅଷ୍ଟିନ୍ ନ୍ୟୁଜ / ଭୁବନେଶ୍ୱର
ତା-୧୭-୦୫-୨୦୨୧
ବିଧିବିଧାନ, ପୂଜାର୍ଚ୍ଚନା ପରେ ଖୋଲିଛି ବିଶ୍ୱ ପ୍ରସିଦ୍ଧ ପ୍ରଭୁ କେଦାରନାଥ ଧାମଙ୍କ ଦ୍ୱାର । ତେବେ ବିନା ଭକ୍ତରେ ଏଥର ଖୋଲିଥିଲା ମନ୍ଦିର କବାଟ । କରୋନା ସଙ୍କଟ ପରେ ବାବାଙ୍କ ମନ୍ଦିର ବିନା ଭକ୍ତରେ ଖୋଲିବା ଦ୍ୱିତୀୟ!-->!-->!-->!-->!-->…
କରୋନା ଆକ୍ରାନ୍ତ ଶିଶୁଙ୍କ ସୁରକ୍ଷା ପାଇଁ ଗଠନ ହେଲା ୮ ଜଣିଆ କମିଟି
ଶିଶୁଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ବଢୁଥିବାରୁ,କମିଟି ତର୍ଜମା କରାଯିବାପାଇଁ । ଏହି କମିଟି ର ମୂଳ ଉଦ୍ଦେଶ୍ଯ।
ଅଷ୍ଟିନ୍ ନ୍ୟୁଜ୍/ଭୁବନେଶ୍ୱର
ତା-୧୬-୦୫-୨୦୨୧
ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗଠନ କରାଯାଇଛି ୮ ଜଣିଆ କମିଟି । ଶିଶୁଙ୍କ!-->!-->!-->!-->!-->!-->!-->…
କରୋନା ରୋଗୀଙ୍କ ପାଇଁ ଐତିହାସିକ ନିଷ୍ପତ୍ତି!
ସମସ୍ତ ଘରୋଇ ଓ ସରକାରୀ କୋଭିଡ୍ ହସ୍ପିଟାଲରେ ସିସିଟଭି କ୍ୟାମେରା ସଂଯୁକ୍ତ କରି ରୋଗୀଙ୍କ ସହ ସେମାନଙ୍କ ସମ୍ପର୍କୀୟଙ୍କୁ କଥାବାର୍ତ୍ତା କରାଯିବା ସୁବିଧା ପ୍ରଦାନ କରାଯିବ।
ଅଷ୍ଟିନ୍ ନ୍ୟୁଜ୍/ଭୁବନେଶ୍ୱର
ତା-୧୬-୦୫-୨୦୨୧
ଏକ ଐତିହାସିକ ନିଷ୍ପତ୍ତି କ୍ରମେ ଆଜି ରାଜ୍ୟ!-->!-->!-->!-->!-->!-->!-->!-->!-->…
ଆସନ୍ତା ଜୁନ ୧୫ ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭକ୍ତଙ୍କୁ ଦର୍ଶନ ବନ୍ଦ
ଅଷ୍ଟିନ୍ ନ୍ୟୁଜ / ଭୁବନେଶ୍ୱର
ତା-୧୬-୦୫-୨୦୨୧
ଦେଶ ତଥା ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ଜୁନ ୧୫ ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭକ୍ତଙ୍କୁ ଦର୍ଶନ ବନ୍ଦ ରଖାଯାଇଛି । ଆଜି ଶ୍ରୀମନ୍ଦୀର ପରିଚାଳନା କମିଟିର ବୈଠକରେ ଏ ନେଇ ନିଷ୍ପତି ହୋଇଛି । ଏହା!-->!-->!-->!-->!-->…
ବଢିବ କି ଲକ୍ଡାଉନ୍ ?
ଅଷ୍ଟିନ୍ ନ୍ୟୁଜ / ଭୁବନେଶ୍ୱର
ତା-୧୬-୦୫-୨୦୨୧
ଓଡ଼ିଶାରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ନେଇ ଆଜି କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ସଚିବ ଚିନ୍ତାପ୍ରକଟ କରିଥିବା ବେଳେ ଏପଟେ ମୁଖ୍ୟଶାସନ ସଚିବ ସୁରେଶ ମହାପାତ୍ର ଶନିବାର ଅପରାହ୍ନରେ କହିଛନ୍ତି ଯେ ଆସନ୍ତା ମାସେ!-->!-->!-->!-->!-->…
ରାଜ୍ୟରେ ୩୦ ଯାଏଁ ସମ୍ପୂର୍ଣ୍ଣ ଲକ୍ ଡାଉନ
କଟକ / ଅଷ୍ଟିନ୍ ନ୍ୟୁଜ
ତା - ୧୬-୦୫-୨୦୨୧
ରାଜ୍ୟରେ ବଢି ବଢି ଚାଲୁଥିବା କରୋନା ସଂକ୍ରମଣ ମାମଲା କୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି।ଆସନ୍ତା କାଲି ଠାରୁ ମେ' ୩୦ ପର୍ଯ୍ୟନ୍ତ, ଲଗାତାର ଭାବେ ୨ ସପ୍ତାହ ପାଇଁ ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିବ!-->!-->!-->!-->!-->…
ରୋଗ ଅସଲି, ଟିକା ନକଲି
କଟକ / ଅଷ୍ଟିନ୍ ନ୍ୟୁଜ
ତା - ୧୬-୦୫-୨୦୨୧
ହୁ ହୁ ହୋଇ ବଢି ଚାଲୁଥିବା ସଂକ୍ରମଣ ଭିତରେ ରିମ୍ଭେସିଭିର ଇଞ୍ଜେକସନ୍ ର ଚାହିଦା ମଧ୍ଯ ଖୁବ ବଢିଯାଇଛି। ତା ଭିତରେ ବିଭିନ୍ନ ରାଜ୍ୟରେ ନକଲି ବା ଡୁପ୍ଲିକେଟ ରିମ୍ଭେସିଭିର ବିକ୍ରି କରୁଥିବା ଲୋକ ଧରାପଡି ଗିରଫ ହୋଇଥିବାସହ ବହୁ ମାତ୍ରାରେ!-->!-->!-->!-->!-->…
ରାଜ୍ୟରେ ଥମିବାର ନା ନେଉନାହିଁ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୧୧୭୩୨ ଆକ୍ରାନ୍ତ ଚିହ୍ନଟ ।
ରାଜ୍ୟରେ ଥମିବାରେ ନା ନେଉ ନାହିଁ ସଂକ୍ରମଣ।ଗତ ୨୪ ଘଂଟାରେ ରାଜ୍ୟରେ ମୋଟ୍ ୧୧୭୩୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬,୫୬୯ ଜଣ ସଂକ୍ରମିତ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୫,୧୬୩ ଜଣ ଲୋକାଲ କେସ୍ ବା ସ୍ଥାନୀୟ ଅଂଚଳରୁ ଚିହ୍ନଟ!-->…
ଇସ୍ରାଏଲ ହମଲାରେ ଟାର୍ଗେଟ ହେଲା ମିଡିଆ : ଆମେରିକାରେ ହଇଚଇ, ଚିନ୍ତା ପ୍ରକଟ କଲେ ବାଇଡେନ୍
ଅଷ୍ଟିନ୍ ନ୍ୟୁଜ / ଭୁବନେଶ୍ୱର
ତା-୧୬-୦୫-୨୦୨୧
ଇସ୍ରାଏଲ ଏବଂ ପାଲେଷ୍ଟାଇନ ମଧ୍ୟରେ ଜାରି ରହିଛି ରକ୍ତାକ୍ତ ସଂଘର୍ଷ । ଘଟଣା ନେଇ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ସହ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଫୋନରେ କଥା ହୋଇଛନ୍ତି । ଏହି ସମୟରେ ସାଧାରଣ!-->!-->!-->!-->!-->…
ଫିଲ୍ମ, ସିରିଏଲ ସୁଟିଂ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ଏସଆରସି
ଅଷ୍ଟିନ୍ ନ୍ୟୁଜ / ଭୁବନେଶ୍ୱର
ତା-୧୬-୦୫-୨୦୨୧
କରୋନାର ଦ୍ରୁତ ସଂକ୍ରମଣ ହେତୁ ଫିଲ୍ମ ଓ ସିରିଏଲ ସୁଟିଂ ବନ୍ଦ ରଖିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି ।ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଇନଡୋର ଓ ଆଉଟଡୋର ସୁଟିଂ ବନ୍ଦ ରଖିବାକୁ ସେ କହିଛନ୍ତି ।
ଯେ!-->!-->!-->!-->!-->!-->!-->…
