Sign in
Sign in
Recover your password.
A password will be e-mailed to you.
Breaking News
ସେବାରେ ଡକ୍ଟର ଅର୍ଜନ କଲେ ମହେଶ୍ବରବଡ଼ଚଣାର କୁବେର AEE ତପନ ସେଠୀଙ୍କୁ ଭିଜିଲାନ୍ସ ରେଡ !ନଅଦିନ ହେଲା ନିଖୋଜ ଟେର ପାଉନି କମିଶନରେଟ ପୋଲିସ !ବଡ଼ଚଣାରେ ମହିଷାଶୁର କିଏ?ଏମିତି ଆସିଛି ଶୁଭେଛା ବାର୍ତ୍ତାଉଦୟଗିରି ଶୋଭନୀୟ ଶିକ୍ଷାଶ୍ରମରେ ଶୋକ ସଭା।ଭାଜପା ଛାଡିଲେ ସିମନ୍ତିନି ଜେନା !ମାଟି ମାଫିଆଙ୍କ ଭୁ-ସ୍ୱର୍ଗ ଭାପୁର ପାଟ!ବର୍ଷାଙ୍କ ନିର୍ବାଚନ ମଣ୍ଡଳୀ ଗ୍ରସ୍ତ ପାଇଁ ବିଜଦର ବୈଠକ!ପର ଜମିରୁ ରାତି ହେଲେ ଚାଲିଛି ମାଟି ଚାଲାଣ!
ଭୟଙ୍କର ରେଳ ଦୁର୍ଘଟଣା : ୨୦୦ରୁ ଅଧିକ ଆହତ….
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୨୫-୦୫-୨୦୨୧
ଭୟଙ୍କର ଟ୍ରେନ୍ ଦୁର୍ଘଟଣା । ଆହତ ହେଲେ ୨୦୦ରୁ ଅଧିକ ଯାତ୍ରୀ । ମାଲେସିଆର ରାଜଧାନୀ କ୍ଲାଲାଲାମପୁରରେ ସୋମବାର ଦୁଇଟି ଟ୍ରେନ୍ ମୁହାଁମୁହିଁ ହୋଇଛନ୍ତି । ରାତି ପ୍ରାୟ ୧ଟା ବେଳେ ଏହି ଦୁର୍ଘଟଣା ଘଟିଛି ।ଦୁର୍ଘଟଣା ପରେ!-->!-->!-->!-->!-->…
ଆଉ ଶୁଭିବନି ପ୍ରବଚନ, ଚାଲିଗଲେ ରାମ ଦାସ
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୨୫-୦୫-୨୦୨୧
ସଭିଙ୍କ ପରିଚିତ ଏବଂ ଓଡିଶାର ଲୋକପ୍ରିୟ ପ୍ରବଚକ ଚାରଣ ରାମ ଦାସ ଆଉ ନାହାଁନ୍ତି । କୋଭିଡର କାଳ ଛାୟାରୁ ସେ ମଧ୍ୟ ବର୍ତ୍ତି ପାରିଲେ ନାହିଁ । ଆଧ୍ୟାତ୍ମିକତା ଏବଂ ଜଗନ୍ନାଥ ସଂସ୍କୃତିର ପ୍ରଗାଧ୍ୟ ଜ୍ଞାନ ରଖିଥିବା!-->!-->!-->!-->!-->…
ସାଇକ୍ଲୋନ ୟସ ଅପଡେଟ।
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୨୫-୦୫-୨୦୨୧
ବଙ୍ଗୋପସାଗରରୁ ସ୍ଥଳଭାଗ ଆଡ଼କୁ ମାଡ଼ିଆସୁଛି ବାତ୍ୟା ୟାସ୍ । ଆଜି ଭେରି ସିଭିୟର ସାଇକ୍ଲୋନର ରୂପ ନେବ ବାତ୍ୟା । ପାରାଦୀପଠୁ ୩୬୦ କିଲୋମିଟର ଦୂରରେ ଥିବା ବେଳେ, ବାଲେଶ୍ବରଠୁ ୪୬୦ ଓ ଦୀଘାଠୁ ୪୫୦ କିଲୋମିଟର ଦୂରରେ!-->!-->!-->!-->!-->…
ୱେବମିଡ଼ିଆ ସାମ୍ବାଦିକଙ୍କ ରାଜ୍ୟପାଳଙ୍କୁ ଦାବିପତ୍ର
ଦିନକୁ ଦିନ ରାଜ୍ୟରେ କାର୍ଯ୍ୟରତ ୱେବ୍ ମିଡ଼ିଆ ସାମ୍ବାଦିକମାନଙ୍କ ଉପରେ ଆକ୍ରମଣ ବଢ଼ି ଚାଲିଛି। ୱେବ୍ ମିଡ଼ିଆ ମାଲିକ ଓ ସାମ୍ବାଦିକମାନେ ନିଜ ଜୀବନକୁ ବାଜି ଲଗାଇ ଦିନ ରାତି ଏକ କରି ସମ୍ବାଦ ପରିବେଷଣ କରୁଛନ୍ତି କିନ୍ତୁ ଖବରକାଗଜ ଓ ଟିଭି ସାମ୍ବାଦିକମାନଙ୍କ ପରି ସମ୍ମାନ,ସୁରକ୍ଷା ଓ!-->…
ବେଙ୍ଗାଲୁରୁ ଆକାଶରେ ଅଲୌକିକ ଦୃଷ୍ୟ
କଟକ / ଅଷ୍ଟିନ୍ ନ୍ୟୁଜ
ତା _୨୪-୦୫-୨୦୨୧
ଗତ କିଛି ଦିନ ମଧ୍ୟରେ ବେଙ୍ଗାଲୁରୁ ଅକାଶରେ ଅନେକ ମନଲୋଭା ପ୍ରାକୃତିକ ଦୃଶ୍ୟ ଦେଖିବାକୁ ମିଳିଥିବା ବେଳେ ଆଜି ମଧ୍ୟ ଏକ ବିରଳ ଦୃଷ୍ୟ ଦୃଶ୍ୟମାନ ହୋଇଛି। ଆଜି ସକଲେ ବେଙ୍ଗାଲୁରୁ ଅକାଶରେ ଦେଖିବାକୁ ମିଳିଥିଲା ସୂର୍ଯ୍ୟ ଙ୍କୁ ଚାରିପଟେ ଗୋଟିଏ!-->!-->!-->!-->!-->…
ଶାହାଙ୍କ ବାତ୍ୟା ସମୀକ୍ଷା
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୨୪-୦୫-୨୦୨୧
ବାତ୍ୟା ୟାସର ପ୍ରଭାବ ନେଇ ଆଜି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମୀକ୍ଷା କରିବେ । ୩ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ।ଓଡ଼ିଶା, ପଶ୍ଚିମବଙ୍ଗ, ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ସହ ଭର୍ଚୁଆଲ ବୈଠକରେ ଆଲୋଚନା!-->!-->!-->!-->!-->…
ବାଲେଶ୍ବରରେ ପ୍ରବଳ ପ୍ରଭାବ ଦେଖାଇବ ବାତ୍ୟା ୟାସ
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୨୪-୦୫-୨୦୨୧
ୟାସ ବାତ୍ୟାରେ ପରିଣତ ହୋଇସାରିଛି ଖୁବ୍ ଶୀଘ୍ର ଅତି ଭୀଷଣ ରୂପ ଧାରଣ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୨୬ ତାରିଖରେ ମଧ୍ୟାହ୍ନରେ ଏହା ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ।!-->!-->!-->!-->!-->…
ଭାରତରେ ପ୍ରଥମ ଲହର ଠାରୁ ଦ୍ବିତୀୟ ଲହର ଭୟଙ୍କର।
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୨୪-୦୫-୨୦୨୧
ଭାରତରେ କରୋନା ଭାଇରସ୍ର ପ୍ରଥମ ଲହର ଯେତିକି କ୍ଷତି କରିନଥିଲା ତାଠୁ ବଳି ଯାଇଛି ଦ୍ଵିତୀୟ ଲହର। ଏହି ଲହର ପୂରା ଦେଶରେ ତାଣ୍ଡବଲୀଳା ମଚାଇ ଦେଇଛି। ଦ୍ଵିତୀୟ ଲହର ଏବେ କିଛିଟା ଧିମା ପଡିଥିଲେ ମଧ୍ୟ ମୃତ୍ୟୁ!-->!-->!-->!-->!-->…
ଲ୍ଯାଣ୍ଡଫଲର ଚବିଶ ଘଣ୍ଟା ପୂର୍ବରୁ ଭୀଷଣ ବେଗରେ ପବନ ବହିବ।
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୨୪-୦୫-୨୦୨୧
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘଣ୍ଟାକୁ ୪ କିମି ବେଗରେ ପ୍ରଥମେ ଅବପାତର ରୂପ ଓ ପରେ ଗଭୀର ଅବପାତ ରୂପେ ଗତି କରୁଛି । ଆଉ କିଛି ସମୟ ମଧ୍ୟରେ ଅବପାତ ବାତ୍ୟା ୟାସରେ ପରିଣତ ହେବ ।ଏହି ଗଭୀର ଅବପାତ ଧୀରେଧୀରେ!-->!-->!-->!-->!-->…
ରାଜ୍ୟରେ କରୋନା ଆକ୍ରାନ୍ତ ଆଜିବି ୧୧ ହଜାର ପାର
ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୦୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬୧୯୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୮୬୬!-->…
