Sign in
Sign in
Recover your password.
A password will be e-mailed to you.
Breaking News
ବଡ଼ଚଣାର କୁବେର AEE ତପନ ସେଠୀଙ୍କୁ ଭିଜିଲାନ୍ସ ରେଡ !ନଅଦିନ ହେଲା ନିଖୋଜ ଟେର ପାଉନି କମିଶନରେଟ ପୋଲିସ !ବଡ଼ଚଣାରେ ମହିଷାଶୁର କିଏ?ଏମିତି ଆସିଛି ଶୁଭେଛା ବାର୍ତ୍ତାଉଦୟଗିରି ଶୋଭନୀୟ ଶିକ୍ଷାଶ୍ରମରେ ଶୋକ ସଭା।ଭାଜପା ଛାଡିଲେ ସିମନ୍ତିନି ଜେନା !ମାଟି ମାଫିଆଙ୍କ ଭୁ-ସ୍ୱର୍ଗ ଭାପୁର ପାଟ!ବର୍ଷାଙ୍କ ନିର୍ବାଚନ ମଣ୍ଡଳୀ ଗ୍ରସ୍ତ ପାଇଁ ବିଜଦର ବୈଠକ!ପର ଜମିରୁ ରାତି ହେଲେ ଚାଲିଛି ମାଟି ଚାଲାଣ!ଏକାଠି ହେଲେ ଜନ୍ମେଜୟ ସମର୍ଥକ ଟିକେଟ ନେଇ ବଢ଼ିଲା ସସପେନ୍ସ!
ସୁନ୍ଦରଗଡ଼ ଥାନା ଅଧିକାରୀ ସ୍ନିଗ୍ଧାରାଣୀ ସୁନା ସସପେଣ୍ଡ
ନିଲମ୍ବିତ ହେଲେ ବିବାଦୀୟ ଇନ୍ସପେକ୍ଟର ସ୍ନିଗ୍ଧାରାଣୀ ସୁନା। ସୁନାଙ୍କ ନିଲମ୍ବନ ନେଇ ପୁଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏଠାରେ ସୂଚନାଯୋଗ୍ୟ ଯେ ମହିଳା ଥାନା ଅଧିକାରୀ ଜଣକ ଏକ ଗାଡ଼ି ଧକ୍କାରେ ୩ ଜଣଙ୍କ ମୃତ୍ୟୁକୁ ନେଇ ବିବାଦରେ ଥିଲେ ସୁନା । ବର୍ତ୍ତମାନ ଏହି ଘଟଣାରେ!-->…
ଏଣିକି ‘ନୋ ମାସ୍କ ନୋ ଗୁଡ୍ସ’
ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା କାରଣରୁ କଡା ନିର୍ଦ୍ଦେଶନାମା ଜାରି କରିଛି ବିଏମସି। ଏଣିକି ଆଉ ମାସ୍କ ନପିନ୍ଧିଥିଲେ ଗ୍ରାହକଙ୍କୁ ଜିନିଷ ନଦେବା ପାଇଁ ଦୋକାନୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଦୋକାନ ଆଗରେ 'ନୋ ମାସ୍କ ନୋ ଏଣ୍ଟ୍ରି', 'ନୋ!-->…
ଏଣିକି ପ୍ରାଇଭେଟ୍ ମେଡିକାଲରେ ଚିକିତ୍ସା କରିବା ମହଙ୍ଗା
ଏହି ସୋମବାର ଠାରୁ ବଢ଼ିବା ପାଇଁ ଯାଉଛି ଡାକ୍ତରଖାନାର କୋଠରୀ ଭଡା଼। ଫଳରେ ପ୍ରାଇଭେଟ୍ ମେଡିକାଲରେ ଚିକିତ୍ସା କରିବା ଏବେ ମହଙ୍ଗା ହେବ। ଜୁଲାଇ ୧୮ ରୁ ଅଣ-ଆଇସିୟୁ ଡାକ୍ତରଖାନା ପାଇଁ ୫% ଜିଏସଟି ଲାଗୁ ହେବ। ଏ ଜିଏସଟି କାଉନସିଲ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଦୈନିକ ୫, ୦୦୦ ରୁ ଅଧିକ!-->…
ମାତିଛନ୍ତି ସାଇବର ଠକ ଏସି ମରାମତି ନାଁରେ ୯୨ ହଜାର ଚୂନ
ଓଡ଼ିଶାରେ ମାତିଛନ୍ତି ସାଇବର ଠକ। ଏସି ମରାମତି ନାଁରେ ୯୨ ହଜାର ଚୂନ ଲଗାଇଲେ ସାଇବର ଠକ। ଜଣେ ସରକାରୀ କର୍ମଚାରୀଙ୍କୁ ଠକେଇ ନେଇ ସାଇବର ଥାନାରେ ଅଭିଯୋଗ ହୋଇଛି। ଅନ୍ଲାଇନରେ ଏସି ମରାମତି ସାଇଟ୍ ଖୋଜି ଠକେଇର ଶିକାର ହୋଇଛନ୍ତି କର୍ମଚାରୀ। ଲିଙ୍କ୍ ପଠାଇ ରେଜିଷ୍ଟ୍ରେସନ କରିବାକୁ କହି!-->…
ରାଷ୍ଟ୍ରପତି ନିର୍ବାଚନରେ ଯଶବନ୍ତ ସିହ୍ନାଙ୍କୁ ସମର୍ଥନ ଦେବ ଆମ୍ ଆଦମୀ ପାର୍ଟି
ରାଷ୍ଟ୍ରପତି ନିର୍ବାଚନରେ ଯଶବନ୍ତ ସିହ୍ନାଙ୍କୁ ସମର୍ଥନ ଦେବ ଆମ୍ ଆଦମୀ ପାର୍ଟି । ଏ ସମ୍ପର୍କରେ ସୂଚନା ଦେଇଛନ୍ତି AAP ସାଂସଦ ସଞ୍ଜୟ ସିଂ । ସେ କହିଛନ୍ତି ଯେ ରାଷ୍ଟ୍ରପତି ପ୍ରାର୍ଥୀ ଭାବରେ AAP ଯଶୱନ୍ତ ସିହ୍ନାଙ୍କୁ ସମର୍ଥନ କରିବ। ଆମେ ଦ୍ରୌପଦୀ ମୁର୍ମୁଙ୍କୁ ସମ୍ମାନ କରୁ କିନ୍ତୁ!-->…
ବକେୟା ବିଦ୍ୟୁତ୍ ବିଲ୍ ପଇଠ କରାଇବାକୁ କହି ଲୁଟି ନେଲେ ଲକ୍ଷାଧିକ ଟଙ୍କା
TPCODLନାଁରେ ମିଛ ମେସେଜ ଦେଇ ଲକ୍ଷାଧିକ ଟଙ୍କା ଲୁଟି ନେଲେ ଦୁର୍ବୁତ୍ତ। ଜଣେ ବରିଷ୍ଠ ନାଗରିକଙ୍କ ଠାରୁ ୨ ଲକ୍ଷ ୭୫ ହଜାର ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ବକେୟା ବିଦ୍ୟୁତ୍ ବିଲ୍ ପଇଠ କରାଇବାକୁ କହି ଲୁଟି ନେଲେ ୨ ଲକ୍ଷ ୭୫ ହଜାର। ଟଙ୍କା ଲୁଟ୍ ନେଇ ସାଇବର ଥାନାରେ ଅଭିଯୋଗ!-->…
“କାଉଡ଼ିଆମାନେ ଧର୍ମ କରନ୍ତୁ, ଯାତ୍ରା କରନ୍ତୁ, କିନ୍ତୁ କୋଭିଡ ନିୟମ ପାଳନ କରନ୍ତୁ”
ରାଜ୍ୟରେ ଗତ କାଲି ଏବଂ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଉପରେ। ଏବେ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ ବର୍ତ୍ତମାନ ୫ ହଜାର ଉପରେ କୋଭିଡ ସକ୍ରିୟ ମାମଲା ରହିଛି। କିନ୍ତୁ ମାତ୍ର ୩୯ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଇସିୟୁରେ!-->…
ଆଠ ବର୍ଷରେ ଅଧାରୁ ପାଠ ଛାଡ଼ିଛନ୍ତି ୨୪୦୩ ଏସସି ଏସଟି ଛାତ୍ରଛାତ୍ରୀ
ଆଠ ବର୍ଷ ଭିତରେ ରାଜ୍ୟରେ ୨୪୦୩ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଛାତ୍ରଛାତ୍ରୀ ଅଧାରୁ ପାଠ ଛାଡ଼ିଛନ୍ତି । ଏଯାଏ ଦଶମ ପାସ ପରେ ୨୦୧୪ ଜଣ ଓ ପ୍ରାୟ ୩୪୭୬ ଛାତ୍ରଛାତ୍ରୀ ଉଚ୍ଚଶିକ୍ଷାରେ ନାଁ ନଲେଖାଇ ପାଠପଢା ଛାଡ଼ିଛନ୍ତି । ଆଜି ଏ ସମ୍ପର୍କରେ ବିଧାନସଭାରେ ସୂଚନା ଦେଇଛନ୍ତି ବିଭାଗୀୟ!-->…
ଇନ୍ସପେକ୍ଟର ସ୍ନିଗ୍ଧାରାଣୀ ସୁନାଙ୍କ ଡ୍ରାଇଭରଙ୍କୁ ମିଳିଲା ଜାମିନ
କାର୍ ଧକ୍କାରେ ୩ ଜଣଙ୍କ ମୃତ୍ୟୁ ଘଟଣା ପରଠୁ ବିବାଦ ଘେରରେ ଇନ୍ସପେକ୍ଟର ସ୍ନିଗ୍ଧାରାଣୀ ସୁନା। ଏବେ ତାଙ୍କ ନାଁରେ ମାମଲା ରୁଜୁ କରିଛି ସୋନପୁର ପୁଲିସ। ଏ ସମ୍ପର୍କରେ ସୂଚନା ଦେଇଛନ୍ତି ସୋନପୁର ଏସ୍ପି ଅମରେଶ ପଣ୍ଡା । ଅଭିଯୁକ୍ତକୁ ଅପରାଧରେ ସହଯୋଗ କରିବା ଅଭିଯୋଗରେ ତାଙ୍କ ନାଁରେ!-->…
୨୦ରୁ ଏକାଦଶ ଶ୍ରେଣୀରେ ନାମଲେଖା ପାଇଁ ଆବେଦନ
ଏହି ଜୁଲାଇ ୨୦ରୁ ଏକାଦଶ ଶ୍ରେଣୀରେ ନାମଲେଖା ପାଇଁ ଆବେଦନ କରାଯାଇପାରିବ। ଆଜି ଏ ସମ୍ପର୍କରେ ସୂଚନା ଦେଇଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ସେ କହିଛନ୍ତି ଯେ, ଜୁଲାଇ ୨୦ରୁ ଅଗଷ୍ଟ ୧୦ ପର୍ଯ୍ୟନ୍ତ ସାମ୍ସ ପୋର୍ଟାଲରେ ଛାତ୍ର ଛାତ୍ରୀ ମାନେ ଆବେଦନ କରିପାରିବେ। ତେବେ!-->…
