Sign in
Sign in
Recover your password.
A password will be e-mailed to you.
Breaking News
ନଅଦିନ ହେଲା ନିଖୋଜ ଟେର ପାଉନି କମିଶନରେଟ ପୋଲିସ !ବଡ଼ଚଣାରେ ମହିଷାଶୁର କିଏ?ଏମିତି ଆସିଛି ଶୁଭେଛା ବାର୍ତ୍ତାଉଦୟଗିରି ଶୋଭନୀୟ ଶିକ୍ଷାଶ୍ରମରେ ଶୋକ ସଭା।ଭାଜପା ଛାଡିଲେ ସିମନ୍ତିନି ଜେନା !ମାଟି ମାଫିଆଙ୍କ ଭୁ-ସ୍ୱର୍ଗ ଭାପୁର ପାଟ!ବର୍ଷାଙ୍କ ନିର୍ବାଚନ ମଣ୍ଡଳୀ ଗ୍ରସ୍ତ ପାଇଁ ବିଜଦର ବୈଠକ!ପର ଜମିରୁ ରାତି ହେଲେ ଚାଲିଛି ମାଟି ଚାଲାଣ!ଏକାଠି ହେଲେ ଜନ୍ମେଜୟ ସମର୍ଥକ ଟିକେଟ ନେଇ ବଢ଼ିଲା ସସପେନ୍ସ!ବଦଳିଲେ ଯାଜପୁର ଜିଲ୍ଲାପାଳ!
ହୀରାକୁଦରୁ ଛଡିଲା ଏ ବର୍ଷର ପ୍ରଥମ ବନ୍ୟାଜଳ
ଆଜି ହୀରାକୁଦରୁ ଏ ବର୍ଷର ପ୍ରଥମ ବନ୍ୟାଜଳ ଛଡାଯାଇଛି । ଦିନ ୧୧ଟା ବେଳେ ହୀରାକୁଦର ଗେଟ୍ ଖୋଲାଯାଇଛି। ସୂଚନା ଅନୁଯାୟୀ ପ୍ରଥମ ପର୍ଯ୍ୟାୟରେ ୫ଟି ଗେଟ୍ ଖୋଲାଯିବ ବୋଲି ଜଣାପଡ଼ିଛି। ତେବେ ପ୍ରଥମେ ୭ନଂ ଗେଟ୍ରେ ପାଣି ଛଡ଼ାଯାଇଛି। ହୀରାକୁଦ ଡ୍ୟାମ୍ର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ!-->…
ଭୟଙ୍କର ଟ୍ରେନ୍ ଦୁର୍ଘଟଣା
ମଧ୍ୟପ୍ରଦେଶର ଝାବୁଆରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା। ସୂଚନା ମୁତାବକ ପଶ୍ଚିମ ରେଲୱେର ରତଲାମ ମଣ୍ଡଳରେ ଏକ ମାଲବାହୀ ଟ୍ରେନ୍ର ୧୬ଟି ବଗି ଓଲଟି ପଡିଛି। ଦାହୋଦ ଜିଲ୍ଲାର ମଙ୍ଗ ମହୁଡିରେ ଗତକାଲି ବିଳମ୍ବିତ ରାତିରେ ହୋଇଥିବା ଟ୍ରେନ୍ ଦୁର୍ଘଟଣା ଘଟିଛି। ମାଲବାହୀ ଟ୍ରେନ୍ର ୧୬ଟି ବଗି!-->…
ରାଷ୍ଟ୍ରପତି ନିର୍ବାଚନ: ଭୋଟ ଦେଲେ ପ୍ରଧାନମନ୍ତ୍ରୀ ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ସକାଳ ୧୦ଟାରୁ ମତଦାନ ଆରମ୍ଭ ହୋଇଛି। ତେବେ ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ସେହିପରି ରାଷ୍ଟ୍ରପତି ନିର୍ବାଚନ ପାଇଁ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଭୋଟ୍ ଦେଇଛନ୍ତି। ତେବେ ଏଠାରେ!-->…
ଇସ୍ତଫା ଦେଲେ ଧନଖଡ଼ ଅତିରିକ୍ତ ଦାୟିତ୍ବ ନେଲେ ଲା. ଗଣେଶନ୍
ପଶ୍ଚିମବଙ୍ଗର ରାଜ୍ୟପାଳ ଜଗଦୀପ ଧନଖଡ଼େଙ୍କ ଇସ୍ତଫା ପରେ ମଣିପୁରର ରାଜ୍ୟପାଳ ଲା. ଗଣେଶନ୍ଙ୍କୁ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି ରାଷ୍ଟ୍ରପତି । ଲା. ଗଣେଶନ୍ ଉଭୟ ମଣିପୁର ଏବଂ ପଶ୍ଚିମବଙ୍ଗର ରାଜ୍ୟପାଳ ଦାୟିତ୍ବରେ ରହିବେ। ତେବେ ଏଠାରେ ସୂଚନାଯୋଗ୍ୟ ଯେ , ଅଗଷ୍ଟ ୬ ତାରିଖରେ ହେବାକୁ ଥିବା!-->…
ମଧ୍ୟପ୍ରଦେଶ ମ୍ୟୁନିସିପାଲିଟି ନିର୍ବାଚନରେ ବିଜେପି ଆଗୁଆ ମେୟର ପଦ ଜିତି ଡେବ୍ୟୁ କଲା ଆପ୍
ମଧ୍ୟପ୍ରଦେଶ ସହରାଞ୍ଚଳ ସଂସ୍ଥା ନିର୍ବାଚନ ଫଳାଫଳ ଧୀରେ ଧୀରେ ସାମ୍ନାକୁ ଆସୁଛି। ପ୍ରଥମ ପର୍ଯ୍ୟାୟରେ ୧୧ ଟି ମ୍ୟୁନିସିପାଲିଟି କର୍ପୋରେସନ୍ ମଧ୍ୟରୁ ବିଜେପି ୭, କଂଗ୍ରେସ ୩ ଓ ଆମ୍ ଆଦମୀ ପାର୍ଟି ଜିତିଛି। ତେବେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ବିଷୟ ହେଉଛି ଯେ ଦିଲ୍ଲୀ ଓ ପଞ୍ଜାବରେ କ୍ଷମତା!-->…
ଦୂଷିତ ଜଳ ଯୋଗୁଁ କାଶୀପୁରରେ ବ୍ୟାପୁଛି ଝାଡ଼ାବାନ୍ତି
ରାୟଗଡ଼ା କାଶୀପୁରରେ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ୬୦କୁ ବୃଦ୍ଧି ପାଇଲାଣି । ତେବେ ପରୀକ୍ଷା ପାଇଁ ଯାଇଥିବା ଜଳ ନମୁନାର ରିପୋର୍ଟରୁ ଜଣାପଡିଛି ଯେ ଦୂଷିତ ଜଳ ଯୋଗୁ ଝାଡାବାନ୍ତି ବ୍ୟାପୁଛି । ଅନ୍ୟପକ୍ଷରେ ମଳ ନମୁନାର ରିପୋର୍ଟ ଆସିବା ପରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଅନ୍ୟ ପଦକ୍ଷେପ!-->…
୮ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି
ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ରବିବାର ଦିନ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ମାଲକାନଗିରି ଓ ବଲାଙ୍ଗୀର ଗଜପତି, ଗଞ୍ଜାମ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ରାୟଗଡ଼ା, ଖୋର୍ଧା, ପୁରୀ ଓ କନ୍ଧମାଳ ଆଦି ଜିଲ୍ଲାରେ ବର୍ଷା!-->…
ଅଳିଆ ଗାଡ଼ିରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଫଟୋ ଥିବାରୁ ଚାକିରୀରୁ ବିଦା ହେଲେ ସଫେଇ କର୍ମଚାରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଫଟୋ ଅଳିଆ ଗାଡ଼ିରେ ନେବା କାରଣରୁ ଚାଲିଗଲା ଚାକିରୀ। ଜଣେ ସଫେଇ କର୍ମଚାରୀ ଏହି ଦୁଇ ନେତାଙ୍କ ଫଟୋକୁ ଅଳିଆ ଗାଡ଼ିରେ ଭର୍ତ୍ତି କରି ନେଉଥିଲେ। ଏହି ସମୟରେ ରାଜସ୍ଥାନର ଅଲୱାରରୁ ଆସିଥିବା କିଛି ଲୋକ ତାଙ୍କୁ!-->…
ଆଜି ଶ୍ରାବଣ ମାସ ପ୍ରଥମ ସୋମବାର; ଶୈବପୀଠରେ ଲାଗିଛି ପ୍ରବଳ ଭିଡ଼
ଦୀର୍ଘ ୨ ବର୍ଷ ପରେ ବୋଲବମ୍ ଯାତ୍ରାକୁ ମିଳିଛି ଗ୍ରୀନ୍ ସିଗନାଲ୍ । ଆଜି ଶ୍ରାବଣ ମାସର ପ୍ରଥମ ସୋମବାରରେ ବିଭିନ୍ନ ଶୈବପୀଠରେ ଅସମ୍ଭବ ଭିଡ଼ ଦେଖିବାକୁ ମିଳିଛି । ହଜାର ହଜାର ବୋଲବମ୍ ଭକ୍ତ ଏବଂ ଶ୍ରଦ୍ଧାଳୁ ଭଗବାନ ଶିବଙ୍କୁ ଜଳ ଲାଗି କରୁଛନ୍ତି । ଲୋକନାଥଙ୍କ ଠାରୁ ଲିଙ୍ଗରାଜ,!-->…
୨୪ ଘଣ୍ଟାରେ ୮୧୬ କରୋନା ଆକ୍ରାନ୍ତ ଚିହ୍ନଟ
ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୧୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ କ୍ୱାରେଣ୍ଟାଇନ୍ରୁ ୪୭୭, ଲୋକାଲ କେସ୍ ୩୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୧୮ ଜଣ ଆକ୍ରାନ୍ତ ଅଛନ୍ତି। ତେବେ ସେମାନଙ୍କ ମଧ୍ୟରୁ!-->…
