Sign in
Sign in
Recover your password.
A password will be e-mailed to you.
Breaking News
ପ୍ରଧାନଶିକ୍ଷକଙ୍କ ଜାତିଆଣ ଆକ୍ଷେପ ମାମଲା ରୁଜୁଶତରଞ୍ଜ ଚାମ୍ପିଅନସିପ୍ 2026 ରେ ସ୍ପର୍ଶଙ୍କ ଶାନଦାର ପ୍ରଦର୍ଶନ !ଆତ୍ମହତ୍ୟା ନା ହତ୍ୟା ?ବଡ଼ଚଣାରେ ଲଜ୍ଜା ପୋସ୍କୋ ଆକ୍ଟରେ ମାମଲା ରୁଜୁ !ସେବାରେ ଡକ୍ଟର ଅର୍ଜନ କଲେ ମହେଶ୍ବରବଡ଼ଚଣାର କୁବେର AEE ତପନ ସେଠୀଙ୍କୁ ଭିଜିଲାନ୍ସ ରେଡ !ନଅଦିନ ହେଲା ନିଖୋଜ ଟେର ପାଉନି କମିଶନରେଟ ପୋଲିସ !ବଡ଼ଚଣାରେ ମହିଷାଶୁର କିଏ?ଏମିତି ଆସିଛି ଶୁଭେଛା ବାର୍ତ୍ତାଉଦୟଗିରି ଶୋଭନୀୟ ଶିକ୍ଷାଶ୍ରମରେ ଶୋକ ସଭା।
ବାଲେଶ୍ବରରେ ପ୍ରବଳ ପ୍ରଭାବ ଦେଖାଇବ ବାତ୍ୟା ୟାସ
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୨୪-୦୫-୨୦୨୧
ୟାସ ବାତ୍ୟାରେ ପରିଣତ ହୋଇସାରିଛି ଖୁବ୍ ଶୀଘ୍ର ଅତି ଭୀଷଣ ରୂପ ଧାରଣ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୨୬ ତାରିଖରେ ମଧ୍ୟାହ୍ନରେ ଏହା ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ।!-->!-->!-->!-->!-->…
ଭାରତରେ ପ୍ରଥମ ଲହର ଠାରୁ ଦ୍ବିତୀୟ ଲହର ଭୟଙ୍କର।
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୨୪-୦୫-୨୦୨୧
ଭାରତରେ କରୋନା ଭାଇରସ୍ର ପ୍ରଥମ ଲହର ଯେତିକି କ୍ଷତି କରିନଥିଲା ତାଠୁ ବଳି ଯାଇଛି ଦ୍ଵିତୀୟ ଲହର। ଏହି ଲହର ପୂରା ଦେଶରେ ତାଣ୍ଡବଲୀଳା ମଚାଇ ଦେଇଛି। ଦ୍ଵିତୀୟ ଲହର ଏବେ କିଛିଟା ଧିମା ପଡିଥିଲେ ମଧ୍ୟ ମୃତ୍ୟୁ!-->!-->!-->!-->!-->…
ଲ୍ଯାଣ୍ଡଫଲର ଚବିଶ ଘଣ୍ଟା ପୂର୍ବରୁ ଭୀଷଣ ବେଗରେ ପବନ ବହିବ।
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୨୪-୦୫-୨୦୨୧
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘଣ୍ଟାକୁ ୪ କିମି ବେଗରେ ପ୍ରଥମେ ଅବପାତର ରୂପ ଓ ପରେ ଗଭୀର ଅବପାତ ରୂପେ ଗତି କରୁଛି । ଆଉ କିଛି ସମୟ ମଧ୍ୟରେ ଅବପାତ ବାତ୍ୟା ୟାସରେ ପରିଣତ ହେବ ।ଏହି ଗଭୀର ଅବପାତ ଧୀରେଧୀରେ!-->!-->!-->!-->!-->…
ରାଜ୍ୟରେ କରୋନା ଆକ୍ରାନ୍ତ ଆଜିବି ୧୧ ହଜାର ପାର
ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୦୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬୧୯୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୮୬୬!-->…
ବାଇଡେନଙ୍କ ସହ ଆଲୋଚନା କରିବେ;ମନ୍ତ୍ରୀ ଏସ. ଜୟଶଙ୍କର।
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୨୪-୦୫-୨୦୨୧
ଭାରତ ଉଭୟ କରୋନା ସଙ୍କଟ ଓ ଟିକା ଅଭାବର ସମ୍ମୁଖୀନ ହେଉଛି। ଏହି ସମୟରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ପାଞ୍ଚ ଦିନିଆ ଗସ୍ତରେ ଆମେରିକାରେ ଯାଇଛନ୍ତି। ସେ ନ୍ୟୁୟର୍କରେ ବାଇଡେନ ପ୍ରଶାସନର ବରିଷ୍ଠ ଅଧିକାରୀଙ୍କ ସହ ଭାରତ!-->!-->!-->!-->!-->…
କାଙ୍ଗୋରେ ଭୟଙ୍କର ଆଗ୍ନେୟଗିରି ବିସ୍ଫୋରଣ,
କାଙ୍ଗୋର ଗୋମା ସହର ନିକଟରେ ଥିବା ଆଗ୍ନେୟଗିରି ମାଉଣ୍ଟ ନିରାଗୋଙ୍ଗୋ ଶନିବାର ବିସ୍ଫୋରଣ ହୋଇ ସମଗ୍ର ଆକାଶକୁ ଲାଲ କରିଦେଲା । ଖାଲି ସେତିକି ନୁହେଁ ପାହାଡ଼ରୁ ଲାଭା ବହି ଆସି ରାସ୍ତାରେ ପ୍ରବାହିତ ହୋଇଥିବା ଦେଖିବାକୁ ମିଳିଥିଲା । ଆଗ୍ନେୟଗିରି ବିସ୍ଫୋରଣ ଯୋଗୁଁ ସହରର ଲୋକମାନେ ଭୟଭୀତ!-->…
ସାଇକ୍ଳୋନ ୟସ ପାଇଁ ସାରା ରାଜ୍ଯରେ ସୁରକ୍ଷା ବଢିଲା….
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୨୩-୦୫-୨୦୨୧
ବାତ୍ୟା ୟସ ନେଇ ଏବେ ସବୁଠି ଆଗୁଆ ପ୍ରସ୍ତୁତି ଚାଲିଛି। ଭାରତୀୟ ପାଣିପାଗ ବିଭାଗର ତଥ୍ୟ ଅନୁସାରେ ଆଜି ଲଘୁଚାପ କ୍ଷେତ୍ରଟି ଅବପାତ ରେ ପରିଣତ ହେବ। ୨୬ ତାରିଖ ସନ୍ଧ୍ୟାରେ ଏହା ଉପକୂଳ ଛୁଇଁବ। ଏଥିପାଇଁ ସମ୍ପୂର୍ଣ୍ଣ!-->!-->!-->!-->!-->…
ଅଗ୍ନିକାଣ୍ଡରେ ଆଠ ଦୋକାନ ଛାରଖାର
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୨୩-୦୫-୨୦୨୧
ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁ ଲାଗି ଜଳିଗଲା ୮ ଦୋକାନ । ସୂଚନା ଅନୁସାରେ ରାଜଧାନୀ ଉପକଣ୍ଠ ପୋଖରୀକୁଟ ଅଞ୍ଚଳ ମଧୂସୁଦନ ପାର୍କ ନିକଟରେ ଘଟିଛି ଏହି ଭୟଙ୍କର ଅଗ୍ନିକାଣ୍ଡ ।ବର୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର!-->!-->!-->!-->!-->…
କୁଆପଥର ମାଡରେ ଏକୋଇଶ ପ୍ରାଣ ଗଲା
ଅଷ୍ଟିନ ନ୍ୟୁଜ / ଭୁବନେଶ୍ଵର
ତା-୨୩-୦୫-୨୦୨୧
ଚୀନ୍ରେ ୧୦୦ କିଲୋମିଟର ମାରାଥନ ପର୍ବତ ଦୌଡରେ ଭାଗ ନେଇଥିବା ପ୍ରତିଯୋଗିତାରେ କୁଆପଥର ମାଡ, ପ୍ରବଳ ବର୍ଷା ଏବଂ ପ୍ରବଳ ପବନ ଯୋଗୁଁ ୨୧ ଜଣଙ୍କର ମୃତ୍ୟୁ ଘଟିଛି ବୋଲି ଚାଇନା ଗଣମାଧ୍ୟମ ରିପୋର୍ଟରୁ ଜଣା ପଡିଛି ।ନିଖୋଜ!-->!-->!-->!-->!-->…
ଆଜିରାଜ୍ୟରେ ୧୨ ହଜାର ପାର ସଂକ୍ରମଣ
କମିବାରେ ନା ନେଉନାହିଁ କରୋନା। ଆଜି ପୁଣି ରାଜ୍ୟରୁ ୧୨୮୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୭୧୯୫ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍- ୫୬୫୭ ରହିଛି।ସୂଚନା ଅନୁସାରେ, ୨୪ ଘଂଟାରେ ୨୮ ଜଣଙ୍କ ପ୍ରାଣ ନେଇଛି କରୋନା। ଏହାସହ ରାଜ୍ୟରେ!-->…
