News portal website
before header

ରାଜ୍ୟରେ ୩୦ ଯାଏଁ ସମ୍ପୂର୍ଣ୍ଣ ଲକ୍ ଡାଉନ

କଟକ / ଅଷ୍ଟିନ୍ ନ୍ୟୁଜ ତା - ୧୬-୦୫-୨୦୨୧ ରାଜ୍ୟରେ ବଢି ବଢି ଚାଲୁଥିବା କରୋନା ସଂକ୍ରମଣ ମାମଲା କୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି।ଆସନ୍ତା କାଲି ଠାରୁ ମେ' ୩୦ ପର୍ଯ୍ୟନ୍ତ, ଲଗାତାର ଭାବେ ୨ ସପ୍ତାହ ପାଇଁ ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିବ…

ରୋଗ ଅସଲି, ଟିକା ନକଲି

କଟକ / ଅଷ୍ଟିନ୍ ନ୍ୟୁଜ ତା - ୧୬-୦୫-୨୦୨୧ ହୁ ହୁ ହୋଇ ବଢି ଚାଲୁଥିବା ସଂକ୍ରମଣ ଭିତରେ ରିମ୍ଭେସିଭିର ଇଞ୍ଜେକସନ୍ ର ଚାହିଦା ମଧ୍ଯ ଖୁବ ବଢିଯାଇଛି। ତା ଭିତରେ ବିଭିନ୍ନ ରାଜ୍ୟରେ ନକଲି ବା ଡୁପ୍ଲିକେଟ ରିମ୍ଭେସିଭିର ବିକ୍ରି କରୁଥିବା ଲୋକ ଧରାପଡି ଗିରଫ ହୋଇଥିବାସହ ବହୁ ମାତ୍ରାରେ…

ରାଜ୍ୟରେ ଥମିବାର ନା ନେଉନାହିଁ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୧୧୭୩୨ ଆକ୍ରାନ୍ତ ଚିହ୍ନଟ ।

ରାଜ୍ୟରେ ଥମିବାରେ ନା ନେଉ ନାହିଁ ସଂକ୍ରମଣ।ଗତ ୨୪ ଘଂଟାରେ ରାଜ୍ୟରେ ମୋଟ୍‌ ୧୧୭୩୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬,୫୬୯ ଜଣ ସଂକ୍ରମିତ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୫,୧୬୩ ଜଣ ଲୋକାଲ କେସ୍‌ ବା ସ୍ଥାନୀୟ ଅଂଚଳରୁ ଚିହ୍ନଟ…

ଇସ୍ରାଏଲ ହମଲାରେ ଟାର୍ଗେଟ ହେଲା ମିଡିଆ : ଆମେରିକାରେ ହଇଚଇ, ଚିନ୍ତା ପ୍ରକଟ କଲେ ବାଇଡେନ୍

ଅଷ୍ଟିନ୍ ନ୍ୟୁଜ / ଭୁବନେଶ୍ୱର ତା-୧୬-୦୫-୨୦୨୧ ଇସ୍ରାଏଲ ଏବଂ ପାଲେଷ୍ଟାଇନ ମଧ୍ୟରେ ଜାରି ରହିଛି ରକ୍ତାକ୍ତ ସଂଘର୍ଷ । ଘଟଣା ନେଇ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ସହ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଫୋନରେ କଥା ହୋଇଛନ୍ତି । ଏହି ସମୟରେ ସାଧାରଣ…

ଫିଲ୍ମ, ସିରିଏଲ ସୁଟିଂ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ଏସଆରସି

ଅଷ୍ଟିନ୍ ନ୍ୟୁଜ / ଭୁବନେଶ୍ୱର ତା-୧୬-୦୫-୨୦୨୧ କରୋନାର ଦ୍ରୁତ ସଂକ୍ରମଣ ହେତୁ ଫିଲ୍ମ ଓ ସିରିଏଲ ସୁଟିଂ ବନ୍ଦ ରଖିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି ।ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଇନଡୋର ଓ ଆଉଟଡୋର ସୁଟିଂ ବନ୍ଦ ରଖିବାକୁ ସେ କହିଛନ୍ତି । ଯେ…

ଭୁବନେଶ୍ୱରର ବଡ ହୋଟେଲରେ ରହିବେ କରୋନା ରୋଗୀ,ମିଳିବ ଉତ୍ତମ ଚିକିତ୍ସା

ଅଷ୍ଟିନ୍ ନ୍ୟୁଜ / ଭୁବନେଶ୍ୱର ତା-୧୬-୦୫-୨୦୨୧ ଦିଲ୍ଲୀ ଓ ମୁମ୍ବାଇରେ ଭଳି ଏବେ ରାଜଧାନୀରେ କରୋନା ରୋଗୀ ବଡ ବଡ଼ ହୋଟେଲରେ ରହିବେ । ଏନେଇ ପ୍ରସ୍ତୁତି ଆରମ୍ଭ କରିଛି ଭୁବନେଶ୍ୱର ମହାନଗର ନିଗମ । ବିଏମସି କମିଶନର ସଂଜୟ ସିଂହ ଏନେଇ ହୋଟେଲ ମାଲିକମାନଙ୍କ ସହ ଆଲୋଚନା…

ବିଏମିସିର ବଡ଼ ପଦକ୍ଷେପ । ୧୯୨୯ ନମ୍ବର କୁ ଫୋନ କଲେ ପାଖରେ ପାଇବେ କରୋନା ଟେଷ୍ଟିଂ ଆଉ ଟୀକା ।

ବିଏମସି କମିଶନର ବଡ ଘୋଷଣା ୬୦ରୁ ଅଧିକ ବୟସ୍କ ଯେଉଁମାନେ ଟେଷ୍ଟିଂ ସେଣ୍ଟରକୁ ଆସିପାରୁ ନାହାନ୍ତି ସେମାନଙ୍କ ଘରକୁ ବିଏମସି ପଠାଇବ ମୋବାଇଲ୍ ଟିମ୍ । ଏନେଇ ବିଏମସି କମିଶନର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । କେବଳ ଏତିକି ନୁହେଁ ଟେଷ୍ଟିଂ ଭଳି ଟୀକାକରଣ ପାଇଁ ମଧ୍ୟ…

ରାଜ୍ୟର ଅପହଞ୍ଚ ଇଲାକାରେ ପହଞ୍ଚିପାରିବ କି ଟୀକା?

ଅଷ୍ଟିନ୍ ନ୍ୟୁଜ / ଭୁବନେଶ୍ୱର ତା-୧୫-୦୫-୨୦୨୧ ଏବେ କରୋନାର ରୂପ ଏତେ ଭୟଙ୍କର ହେବାରେ ଲାଗିଛି ଯେ ଆଉ କରୋନା କବଳରୁ ପ୍ରତିଟି ଜୀବନ ବଞ୍ଚାଇବା ପାଇଁ କେନ୍ଦ୍ର ସରକାର ପ୍ରୟାସ ଜାରି ରଖିଛନ୍ତି । ପୁରା ବିଶ୍ୱରେ ସବୁଠାରୁ ବଡ ଭ୍ୟାକ୍ସିନେସନ୍ ଡ୍ରାଇଭ୍ ଭାରତରେ ଜାରି…

ସୁପ୍ରିମକୋର୍ଟର ୧୦ ଜଣ ବିଚାରପତି କରୋନା ଆକ୍ରାନ୍ତ

ଅଷ୍ଟିନ୍ ନ୍ୟୁଜ / ଭୁବନେଶ୍ୱର ତା-୧୫-୦୫-୨୦୨୧ କରୋନା ସଂକ୍ରମଣ ମଧ୍ୟରେ ବି ଦେଶର ନ୍ୟାୟପାଳିକା କାର୍ଯ୍ୟ ଜାରି ରହିଛି । ସେପଟେ ସ୍ଥିତି ଚିନ୍ତାଜନକ ରହିଥିବା ଦେଶର ପ୍ରଧାନ ବିଚାରପତି ଏନ ଭି ରମନ୍ନା ସୂଚନା ଦେଇଛନ୍ତି।ସେ କହିଛନ୍ତି ଯେ ଗତ ବର୍ଷ ଏପ୍ରିଲ ଠାରୁ ଏଯାଏଁ…