Sign in
Sign in
Recover your password.
A password will be e-mailed to you.
Breaking News
ପ୍ରଧାନଶିକ୍ଷକଙ୍କ ଜାତିଆଣ ଆକ୍ଷେପ ମାମଲା ରୁଜୁଶତରଞ୍ଜ ଚାମ୍ପିଅନସିପ୍ 2026 ରେ ସ୍ପର୍ଶଙ୍କ ଶାନଦାର ପ୍ରଦର୍ଶନ !ଆତ୍ମହତ୍ୟା ନା ହତ୍ୟା ?ବଡ଼ଚଣାରେ ଲଜ୍ଜା ପୋସ୍କୋ ଆକ୍ଟରେ ମାମଲା ରୁଜୁ !ସେବାରେ ଡକ୍ଟର ଅର୍ଜନ କଲେ ମହେଶ୍ବରବଡ଼ଚଣାର କୁବେର AEE ତପନ ସେଠୀଙ୍କୁ ଭିଜିଲାନ୍ସ ରେଡ !ନଅଦିନ ହେଲା ନିଖୋଜ ଟେର ପାଉନି କମିଶନରେଟ ପୋଲିସ !ବଡ଼ଚଣାରେ ମହିଷାଶୁର କିଏ?ଏମିତି ଆସିଛି ଶୁଭେଛା ବାର୍ତ୍ତାଉଦୟଗିରି ଶୋଭନୀୟ ଶିକ୍ଷାଶ୍ରମରେ ଶୋକ ସଭା।
ରାଜ୍ୟରେ ପୁଣି ୧୦୦୦ ପାର କଲା କରୋନା ସଂକ୍ରମିତଙ୍କ ସଂଖ୍ୟା
ରାଜ୍ୟରେ ପୁଣି ୧୦୦୦ ପାର କଲା କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୧୧୨୨ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ସଙ୍ଗରୋଧରୁ ୬୫୮
ସ୍ଥାନୀୟ ସଂକ୍ରମଣରୁ ୪୬୪ ଜଣ ଚିହ୍ନଟ ହୋଇଛନ୍ତି। ୧୮ ବର୍ଷରୁ କମ୍ ବୟସ ବର୍ଗର ଆକ୍ରାନ୍ତ ୧୬୪ ହୋଇଥିବା!-->!-->!-->…
ଆଜି ଶ୍ରୀଲଙ୍କାରେ ରାଷ୍ଟ୍ରପତି ନିର୍ବାଚନ
ଆଜି ହେଉଛି ଶ୍ରୀଲଙ୍କାରେ ରାଷ୍ଟ୍ରପତି ନିର୍ବାଚନ। ତେବେ ରାଷ୍ଟ୍ରପତି ନିର୍ବାଚନ ପାଇଁ ରେସ୍ରେ ଅଛନ୍ତି ୩ ଜଣ ପ୍ରାର୍ଥୀ, ରନୀଲ ୱିକ୍ରମସିଂଘେ, ଦୁଲ୍ଲାସ ଅଲ୍ହାପ୍ପେରୁମା ଓ ଅନୁରା କୁମାରା ଦିଶାନାୟକେ । ୪୪ ବର୍ଷ ପରେ ପ୍ରଥମଥର ପାଇଁ ପ୍ରତ୍ୟକ୍ଷ ଭାବେ ଦେଶରେ ହେବ ରାଷ୍ଟ୍ରପତି!-->…
୨୦୨୧ରେ ହ୍ରାସ ପାଇଛି ମାଓ ହିଂସା
ଶ୍ବେତପତ୍ର ଜାରି କଲେ ରାଜ୍ୟ ସରକାର। ୨୦୨୧ରେ ହ୍ରାସ ପାଇଛି ମାଓ ହିଂସା।ମାଓବାଦୀଙ୍କ ପ୍ରତି ଜନସମର୍ଥନ ହ୍ରାସ ପାଇଥିବା ନେଇ ଏଥିରେ ଉଲ୍ଲେଖ କରାଯାଇଛି। ସ୍ବାଭିମାନ ଅଞ୍ଚଳ ସମେତ କଳାହାଣ୍ଡି, ରାୟଗଡ଼ା, କନ୍ଧମାଳରେ ସ୍ଥିତିରେ ପରିବର୍ତ୍ତନ ଆସିଛି।ପୋଲିସ ସହିତ ଗୁଳିବିନିମୟରେ ୭ ମାଓବାଦୀ,!-->…
ଏଣିକି ଏଟିଏମରେ ମିଳିବ ୨୪ଘଂଟିଆ ରାସନ୍ ଚାଉଳ
ରାଜ୍ୟରେ ଏଣିକି ଏଟିଏମରେ ମିଳିବ ୨୪ଘଂଟିଆ ରାସନ୍ ଚାଉଳ । ରାଜ୍ୟ ସରକାରଙ୍କ ପକ୍ଷରୁ ଏ ନେଇ ଅଲ ଟାଇମ୍ ଗ୍ରେନ (ଏଟିଜି) ବ୍ୟବସ୍ଥା କରାଯାଉଛି । ପାଇଲଟ୍ ପ୍ରକଳ୍ପ ଭାବେ ରାଜଧାନୀ ଭୁବନେଶ୍ୱରରେ ଏହାର ଆରମ୍ଭ ହେବ ଏବଂ ପରବର୍ତ୍ତୀ ସମୟରେ ରାଜ୍ୟର ସମସ୍ତ ଜିଲ୍ଲା ଓ ସଦର ମହକୁମାରେ ଏହାର!-->…
ସଙ୍ଗରୋଧ କେନ୍ଦ୍ରରେ ପ୍ରବାସୀ ଓଡ଼ିଆଙ୍କୁ ୧୫୨ କୋଟି ସହାୟତା : ମନ୍ତ୍ରୀ
କରୋନା ଲକଡାଉନ୍ ଯୋଗୁ ୨୦୨୦ ମସିହା ମେ’ରୁ ଅକ୍ଟୋବର ମାସ ମଧ୍ୟରେ ରାଜ୍ୟକୁ ଫେରିଥିବା ୭.୬୦ଲକ୍ଷ ପ୍ରବାସୀ ଓଡ଼ିଆଙ୍କୁ କ୍ୱାରେଣ୍ଟାଇନ ସେଂଟରରେ ରଖାଯାଇଥିଲା। ଏ ବାବଦରେ ରାଜ୍ୟ ସରକାର ୧୫୨.୧୨କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି । ଏ ନେଇ ବିଧାନସଭାରେ ସୂଚନା ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ।!-->…
ରାଜ୍ୟର ୧୨.୨୫ଲକ୍ଷ ପରିବାର ପାଖରେ ନାହିଁ ପକ୍କାଘର
ରାଜ୍ୟର ଗ୍ରାମାଂଚଳରେ ୨୦୧୪-୧୫ ଆର୍ଥିକ ବର୍ଷରୁ ଏଯାବତ୍ ୩୧ଲକ୍ଷ ୨୮ହଜାର ୭୫୧ ପରିବାରକୁ ପକ୍କାଘର ଯୋଗାଇ ଦିଆଯାଇଛି । ତେବେ ୧୨.୨୫ଲକ୍ଷ ପରିବାରଙ୍କ ପାଖରେ ପକ୍କାଘର ନାହିଁ । ସେମାନେ ଏସଇସିସି ସର୍ଭେରୁ ବାଦ୍ ପଡ଼ିଛନ୍ତି ଓ କଚ୍ଚାଘରେ ରହୁଥିବା ନେଇ ଚିହ୍ନଟ କରାଯାଇଛି । ଏ ନେଇ!-->…
ଆଜିଠୁ ଆରମ୍ଭ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା
ଆଜି ଠାରୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା । ରାଜ୍ୟର ସମସ୍ତ ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ ଦୁଇ ନାମଲେଖା ହେବ ।www.samsodisha.gov.in ରେ ଛାତ୍ରଛାତ୍ରୀମାନେ ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ଆବେଦନ କରିପାରିବେ । ଅଗଷ୍ଟ ୧୭ରେ ପ୍ରଥମ ମେରିଟ୍ ଲିଷ୍ଟ୍!-->…
ବିବାଦ ପରେ ମୁଢ଼ି ଚୂଡା ଇତ୍ୟାଦିରୁ GST ଛାଡ
ବହୁ ବାଦ ବିବାଦ ପରେ GST ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସ୍ପଷ୍ଟୀକରଣ ଦେଇଛନ୍ତି । କିଛି ନିର୍ଦ୍ଦିଷ୍ଟ ଖାଦ୍ୟ ସାମଗ୍ରୀ ଖୋଲାରେ GST ବିକିଲେ ଲାଗୁ ହେବ ନାହିଁ। ଡାଲି, ଗହମ, ରାଇ, ଓଡ୍ସ, ମକ୍କା, ଚାଉଳ, ଅଟା, ସୁଜି, ବେସନ, ମୁଢ଼ି ଏବଂ ଲସି ଖୋଲାରେ ବିକ୍ରି କଲେ GST ଲାଗୁ!-->…
ପାଇକ ସ୍ମାରକୀ ପାଇଁ ଜମି ହସ୍ତାନ୍ତରକୁ କ୍ୟାବିନେଟ୍ ମଞ୍ଜୁରୀ
ପାଇକ ବିଦ୍ରୋହର ସ୍ମୃତି ପାଇଁ ବରୁଣେଇ ପାହାଡ଼ ପାଦଦେଶରେ ‘ପାଇକ ସ୍ମାରକୀ’ ନିର୍ମାଣ ପାଇଁ ରାଜ୍ୟ ସରକାର ୧୦ ଏକର ଜମି କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟକୁ ମାଗଣାରେ ଯୋଗାଇ ଦେବାକୁ ଆଜି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ!-->…
ନୁପୂର ଶର୍ମାଙ୍କୁ ସୁପ୍ରିମକୋର୍ଟରୁ ବଡ ଆଶ୍ବସ୍ତି
ନିଲମ୍ବିତ ବିଜେପି ନେତ୍ରୀ ନୁପୂର ଶର୍ମାଙ୍କୁ ସୁପ୍ରିମକୋର୍ଟରୁ ବଡ ଆଶ୍ବସ୍ତି। ତେବେ ସୁପ୍ରିମ କୋର୍ଟରେ ସେ ପେଗାମ୍ବର ମହମ୍ମଦଙ୍କ ଉପରେ ମନ୍ତବ୍ୟ ଦେଇଥିବା ଏଫଆଇଆର ସମ୍ପର୍କରେ ଅପିଲ କରିଥିଲେ। ଆଜି ସୁପ୍ରିମକୋର୍ଟରେ ତାଙ୍କ ଆବେଦନର ଶୁଣାଣି ହୋଇଥିଲା। ତାଙ୍କୁ ଏବେ ସୁପ୍ରିମ କୋର୍ଟରୁ!-->…
