Sign in
Sign in
Recover your password.
A password will be e-mailed to you.
Breaking News
ପ୍ରଧାନଶିକ୍ଷକଙ୍କ ଜାତିଆଣ ଆକ୍ଷେପ ମାମଲା ରୁଜୁଶତରଞ୍ଜ ଚାମ୍ପିଅନସିପ୍ 2026 ରେ ସ୍ପର୍ଶଙ୍କ ଶାନଦାର ପ୍ରଦର୍ଶନ !ଆତ୍ମହତ୍ୟା ନା ହତ୍ୟା ?ବଡ଼ଚଣାରେ ଲଜ୍ଜା ପୋସ୍କୋ ଆକ୍ଟରେ ମାମଲା ରୁଜୁ !ସେବାରେ ଡକ୍ଟର ଅର୍ଜନ କଲେ ମହେଶ୍ବରବଡ଼ଚଣାର କୁବେର AEE ତପନ ସେଠୀଙ୍କୁ ଭିଜିଲାନ୍ସ ରେଡ !ନଅଦିନ ହେଲା ନିଖୋଜ ଟେର ପାଉନି କମିଶନରେଟ ପୋଲିସ !ବଡ଼ଚଣାରେ ମହିଷାଶୁର କିଏ?ଏମିତି ଆସିଛି ଶୁଭେଛା ବାର୍ତ୍ତାଉଦୟଗିରି ଶୋଭନୀୟ ଶିକ୍ଷାଶ୍ରମରେ ଶୋକ ସଭା।
ମୋଦୀଙ୍କ ଉପସ୍ଥିତିରେ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ଧନଖଡ଼
ପିଏମ୍ ମୋଦୀଙ୍କ ଉପସ୍ଥିତିରେ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ‘ଏନ୍ଡିଏ’ ପ୍ରାର୍ଥୀ ଜଗଦୀପ ଧନଖଡ଼ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀ, ‘ବିଜେପି’!-->…
ଦ୍ରୌପଦୀଙ୍କୁ ଭୋଟ ଦେଲେ ମୋକିମ୍ ତାରା କହିଲେ ଦଳୀୟ ନିର୍ଦ୍ଦେଶ ମାନିନଥିଲେ କାର୍ଯ୍ୟାନୁଷ୍ଠାନ
କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେବା ଏବେ ରାଜନୈତିକ ଚର୍ଚ୍ଚାର ବିଷୟ ପାଲଟିଛି। ଏ ଉପରେ ପ୍ରତିକ୍ରିୟା ରଖି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା କହିଛନ୍ତି , " ଯଶବନ୍ତ ସିନ୍ନାଙ୍କୁ ଭୋଟ ଦେବା ପାଇଁ ହାଇକମାଣ୍ଡଙ୍କ!-->…
NDA ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍
ରାଷ୍ଟ୍ରପତି ନିର୍ବାଚନରେ NDA ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ । ଦଳ ନିଷ୍ପତ୍ତି ବାହାରକୁ ଯାଇ ଦ୍ରୌପଦୀଙ୍କୁ ଭୋଟ ଦେଇଛନ୍ତି ମୋକିମ୍ । ସେ କହିଛନ୍ତି ଯେ, " ଓଡ଼ିଆ ଭାବାବେଗ ଓ ଓଡ଼ିଆ ଝିଅକୁ ସମ୍ମାନ ଦେଇ ଭୋଟ ଦେଇଛି। "ନିଜ ବିବେକ!-->…
ସପିଂ ମଲକୁ କରାଯିବ ଟୀକାକରଣ କେନ୍ଦ୍ର
ଯୁବଗୋଷ୍ଠୀଙ୍କୁ ଟିକାକରଣ ପ୍ରତି ଆକୃଷ୍ଟ କରିବାକୁ ବିଏମସିର ନୂଆ ପଦକ୍ଷେପ। ଏଣିକି ପୂର୍ବଭଳି ପୁଣି ଥରେ ଭୁବନେଶ୍ୱରର ବିଭିନ୍ନ ସପିଂ ମଲକୁ ଟୀକାକରଣ କେନ୍ଦ୍ର କରାଯିବ। ଏଥିରେ କେବଳ 18ରୁ 59 ବର୍ଷ ବୟସ ବର୍ଗଙ୍କୁ ବୁଷ୍ଟର ଡୋଜ ଦିଆଯିବ। ଏ ସମ୍ପର୍କରେ ସୂଚନା ଦେଇଛନ୍ତି ଅତିରିକ୍ତ ଜିଲ୍ଲା!-->…
ବିଧାନସଭାର ଶୂନ୍ୟକାଳରେ ଉଠିଲା ମୁଢ଼ି, ଚୂଡା ଉପରେ ଲାଗୁ ଜିଏସଟି ପ୍ରସଙ୍ଗ
ବିଧାନସଭାର ଶୂନ୍ୟକାଳରେ ଉଠିଲା ମୁଢ଼ି, ଚୂଡା ଇତ୍ୟାଦି ଉପରେ ଲାଗିଥିବା ଜିଏସଟି ପ୍ରସଙ୍ଗ । ଗୃହର ମଧ୍ୟ ଭାଗରେ କଂଗ୍ରେସ ବିଧାୟକ ମାନେ ହଟ୍ଟଗୋଳ କରିବାରୁ ଗୃହକୁ ଅପରାହ୍ନ ୪ ଯାଏ ମୁଲତବୀ ଘୋଷଣା କଲେ ବାଚସ୍ପତି । ଏନେଇ କଂଗ୍ରେସ ବିଧାୟକ ତାରା ବାହିନୀପତି ପ୍ରତିକ୍ରିୟା ରଖି କହିଛନ୍ତି!-->…
ପୋଲ ଉପରୁ ବସ୍ ଖସି ୧୨ମୃତ
ପୋଲ ଉପରୁ ବସ୍ ଖସି ୧୨ ମୃତ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମଧ୍ୟପ୍ରଦେଶରେ। ଇନ୍ଦୋରରୁ ପୁଣେ ଯାଉଥିବା ଏକ ଯାତ୍ରାବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବସ୍ ଟି ନର୍ମଦା ନଦୀକୁ ଖସି ପଡିଛି ଫଳରେ ବସ୍ ରେ ଥିବା ୧୨ ଜଣ ଯାତ୍ରୀ ମୃତ୍ୟୁବରଣ କରିଥିବା ଜଣାପଡିଛି । ତେବେ ୧୫ଜଣଙ୍କୁ!-->…
ହୀରାକୁଦରୁ ଛଡିଲା ଏ ବର୍ଷର ପ୍ରଥମ ବନ୍ୟାଜଳ
ଆଜି ହୀରାକୁଦରୁ ଏ ବର୍ଷର ପ୍ରଥମ ବନ୍ୟାଜଳ ଛଡାଯାଇଛି । ଦିନ ୧୧ଟା ବେଳେ ହୀରାକୁଦର ଗେଟ୍ ଖୋଲାଯାଇଛି। ସୂଚନା ଅନୁଯାୟୀ ପ୍ରଥମ ପର୍ଯ୍ୟାୟରେ ୫ଟି ଗେଟ୍ ଖୋଲାଯିବ ବୋଲି ଜଣାପଡ଼ିଛି। ତେବେ ପ୍ରଥମେ ୭ନଂ ଗେଟ୍ରେ ପାଣି ଛଡ଼ାଯାଇଛି। ହୀରାକୁଦ ଡ୍ୟାମ୍ର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ!-->…
ଭୟଙ୍କର ଟ୍ରେନ୍ ଦୁର୍ଘଟଣା
ମଧ୍ୟପ୍ରଦେଶର ଝାବୁଆରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା। ସୂଚନା ମୁତାବକ ପଶ୍ଚିମ ରେଲୱେର ରତଲାମ ମଣ୍ଡଳରେ ଏକ ମାଲବାହୀ ଟ୍ରେନ୍ର ୧୬ଟି ବଗି ଓଲଟି ପଡିଛି। ଦାହୋଦ ଜିଲ୍ଲାର ମଙ୍ଗ ମହୁଡିରେ ଗତକାଲି ବିଳମ୍ବିତ ରାତିରେ ହୋଇଥିବା ଟ୍ରେନ୍ ଦୁର୍ଘଟଣା ଘଟିଛି। ମାଲବାହୀ ଟ୍ରେନ୍ର ୧୬ଟି ବଗି!-->…
ରାଷ୍ଟ୍ରପତି ନିର୍ବାଚନ: ଭୋଟ ଦେଲେ ପ୍ରଧାନମନ୍ତ୍ରୀ ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ସକାଳ ୧୦ଟାରୁ ମତଦାନ ଆରମ୍ଭ ହୋଇଛି। ତେବେ ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ସେହିପରି ରାଷ୍ଟ୍ରପତି ନିର୍ବାଚନ ପାଇଁ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଭୋଟ୍ ଦେଇଛନ୍ତି। ତେବେ ଏଠାରେ!-->…
ଇସ୍ତଫା ଦେଲେ ଧନଖଡ଼ ଅତିରିକ୍ତ ଦାୟିତ୍ବ ନେଲେ ଲା. ଗଣେଶନ୍
ପଶ୍ଚିମବଙ୍ଗର ରାଜ୍ୟପାଳ ଜଗଦୀପ ଧନଖଡ଼େଙ୍କ ଇସ୍ତଫା ପରେ ମଣିପୁରର ରାଜ୍ୟପାଳ ଲା. ଗଣେଶନ୍ଙ୍କୁ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି ରାଷ୍ଟ୍ରପତି । ଲା. ଗଣେଶନ୍ ଉଭୟ ମଣିପୁର ଏବଂ ପଶ୍ଚିମବଙ୍ଗର ରାଜ୍ୟପାଳ ଦାୟିତ୍ବରେ ରହିବେ। ତେବେ ଏଠାରେ ସୂଚନାଯୋଗ୍ୟ ଯେ , ଅଗଷ୍ଟ ୬ ତାରିଖରେ ହେବାକୁ ଥିବା!-->…
