Sign in
Sign in
Recover your password.
A password will be e-mailed to you.
Breaking News
ପ୍ରଧାନଶିକ୍ଷକଙ୍କ ଜାତିଆଣ ଆକ୍ଷେପ ମାମଲା ରୁଜୁଶତରଞ୍ଜ ଚାମ୍ପିଅନସିପ୍ 2026 ରେ ସ୍ପର୍ଶଙ୍କ ଶାନଦାର ପ୍ରଦର୍ଶନ !ଆତ୍ମହତ୍ୟା ନା ହତ୍ୟା ?ବଡ଼ଚଣାରେ ଲଜ୍ଜା ପୋସ୍କୋ ଆକ୍ଟରେ ମାମଲା ରୁଜୁ !ସେବାରେ ଡକ୍ଟର ଅର୍ଜନ କଲେ ମହେଶ୍ବରବଡ଼ଚଣାର କୁବେର AEE ତପନ ସେଠୀଙ୍କୁ ଭିଜିଲାନ୍ସ ରେଡ !ନଅଦିନ ହେଲା ନିଖୋଜ ଟେର ପାଉନି କମିଶନରେଟ ପୋଲିସ !ବଡ଼ଚଣାରେ ମହିଷାଶୁର କିଏ?ଏମିତି ଆସିଛି ଶୁଭେଛା ବାର୍ତ୍ତାଉଦୟଗିରି ଶୋଭନୀୟ ଶିକ୍ଷାଶ୍ରମରେ ଶୋକ ସଭା।
ପୁଣି ୧୦୦୦ ପାର କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୬୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ସେଥି ମଧ୍ୟରୁ ୬୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୪୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି ।!-->…
କୋଟିଆରେ ଆରମ୍ଭ ହେଲା ଆଦର୍ଶ ବିଦ୍ୟାଳୟ ,ଛାତ୍ରଛାତ୍ରୀଙ୍କ ପାଇଁ ନିଃଶୁଳ୍କ ବସ୍ ସେବା
କୋରାପୁଟର କୋଟିଆ ଗ୍ରାମପୁଞ୍ଜର ସର୍ବାଙ୍ଗୀନ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିକାଶ କାର୍ଯ୍ୟ ଆଗେଇ ଚାଲିଛି। କୋଟିଆରେ ଚଳିତ ଶିକ୍ଷା ବର୍ଷରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଆରମ୍ଭ ହୋଇଯାଇଛି। ନୂତନ ଭାବରେ ପ୍ରତିଷ୍ଠା ହୋଇଥିବା ଏହି ବିଦ୍ୟାଳୟର ୬ଷ୍ଠ ଶ୍ରେଣୀରେ!-->…
ପ୍ରଥମ ଦିନରେ ୧୬ ଗୁଣ ଅଧିକ ଲୋକ ନେଲେ ବୁଷ୍ଟର ଡୋଜ୍
ଗତ କାଲି ଠାରୁ ଦେଶରେ ଆରମ୍ଭ ହୋଇଛି ୭୫ ଦିନିଆ ଟୀକାକରଣ ଅଭିଯାନ। ଏହି ଅଭିଯାନ ଅଧୀନରେ ମାଗଣାରେ ବୁଷ୍ଟର ଡୋଜ୍ ଦିଆଯିବ। ତେବେ ପ୍ରଥମ ଦିନରେ ହିଁ ରେକର୍ଡ ସୃଷ୍ଟି ହୋଇଛି। ପୂର୍ବରୁ ଯେତିକି ଲୋକ ବୁଷ୍ଟର ଡୋଜ୍ ନେଉଥିଲେ ମାଗଣା ଅଭିଯାନର ପ୍ରଥମ ଦିନରେ ତା’ ଠାରୁ ୧୬ ଗୁଣ ଅଧିକ ଟିକା!-->…
ଟ୍ରକ୍କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ ୨୪ ଯାତ୍ରୀ ଆହତ
ଶୁକ୍ରବାର ବିଳମ୍ବିତ ରାତ୍ରିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଟ୍ରକ୍କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ଦୁର୍ଘଟଣାରେ ୨୪ ବସଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ବଲାଙ୍ଗିର-ବରଗଡ ୨୬ ନମ୍ବର ଜାତୀୟ ରାଜପଥ ହୀରାପୁର ଛକ ଠାରେ ଏଭଳି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବଲାଙ୍ଗିରରୁ!-->…
ଲଘୁଚାପ ପ୍ରଭାବରେ ଟୁଇନସିଟିରେ ଲାଗି ରହିଛି ବର୍ଷା
ଲଘୁଚାପ ପ୍ରଭାବରେ ଆଜି ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ବର ଓ କଟକ ସହରରେ ଆଜି ସକାଳୁ ପ୍ରବଳ ବର୍ଷା ଜାରି ରହିଛି। ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ବର୍ଷାରେ ଦୃଶ୍ୟମାନ ଦୂରତା କମୁଥିବାରୁ ନିଜକୁ ଯାତାୟାତରୁ ନିବୃତ ରଖିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।!-->…
ରୁଚି କମ୍ପାନିରେ ଲାଗିଲା ନିଆଁ
କଟକ ଖାପୁରିଆ ସ୍ଥିତ ରୁଚି କମ୍ପାନିରେ ବିଳମ୍ବିତ ରାତିରେ ନିଆଁ ଲାଗିଥିଲା। ଖବର ପାଇ ଅଗ୍ନିଶମ ବିଭାଗ ଆସି ନିଆଁକୁ ଆୟତ୍ତ କରିଛି। ମିଳିଥିବା ସୂଚନା ଅନୁସାରେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥାଇ ପାରେ। ତେବେ କମ୍ପାନୀର ଜିନିଷ ପତ୍ର ପୋଡ଼ି ନଷ୍ଟ ହୋଇଯାଇଛି। ତେବେ ସୂଚନା ମୁତାବକ!-->…
ମହମ୍ମଦ ଜୁବୈରଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ
ଅଲ୍ଟ ନ୍ୟୁଜର ସହ ସଂସ୍ଥାପକ ମହମ୍ମଦ ଜୁବୈରଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ। ଗୋଟିଏ ମାମଲାରେ ଜାମିନ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ଜୁବୈରଙ୍କ ବିରୋଧରେ ଏକାଧିକ ମାମଲା ରୁଜୁ ହୋଇଥିବା ବେଳେ ସୁପ୍ରିମକୋର୍ଟ ଆଜି ଗୋଟିଏ ମାମଲାରେ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି । ପୂର୍ବରୁ ସୀତାପୁର!-->…
ଚଳନ୍ତା ଟ୍ରେନ୍ ରେ ଛୁରା ମାଡ଼ ଜଣେ ମୃତ
ଚେନ୍ନାଇ-ହାଓଡା ଚଳନ୍ତା ଟ୍ରେନ୍ରେ ଗଂଜାମ ରେଳଷ୍ଟେସନ ନିକଟରେ ପଶ୍ଚିମବଙ୍ଗର ଜଣେ ଯୁବକଙ୍କୁ ଛୁରାମାଡ଼ । କୌଣସି କାରଣକୁ ନେଇ ୨ ଯାତ୍ରାଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏହା ପରେ ଜଣେ ଯାତ୍ରୀଙ୍କ ଛୁରା ମାଡ଼ରେ ଅନ୍ୟ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଛି । ମୃତକ ପଶ୍ଚିମବଙ୍ଗର ବାହାଦୁରପୁର!-->…
ସ୍କୁଲ ଭିତ୍ତିଭୂମିର ବିକାଶ ଓ ଉନ୍ନତିକରଣ ପାଇଁ ୬,୨୬୭,୩୮ ଲକ୍ଷ ୫୭ ହଜାର ଟଙ୍କାର ବ୍ୟୟବରାଦ : ମନ୍ତ୍ରୀ
ରାଜ୍ୟରେ ସ୍କୁଲ ଭିତ୍ତିଭୂମିର ବିକାଶ ଓ ଉନ୍ନତିକରଣ ପାଇଁ ବର୍ତ୍ତମାନ ସୁଦ୍ଧା ୩,୧୨,୪୮୨ ସ୍କୁଲରେ ଭିତ୍ତିଭୂମି ନିମନ୍ତେ ୬,୨୬୭,୩୮ ଲକ୍ଷ ୫୭ ହଜାର ଟଙ୍କାର ବ୍ୟବସ୍ଥା କରାଯାଇଛି। ଆଜି ଏ ସମ୍ପର୍କରେ ବିଧାନସଭାରେ ସୂଚନା ଦେଇଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଂଜନ ଦାଶ। ସେ!-->…
୭ଜିଲ୍ଲାକୁ ଅରେଞ୍ଜ ୧୭ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି
ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।ଜୁଲାଇ ୧୬ ତାରିଖ, ଶନିବାର!-->…
