Sign in
Sign in
Recover your password.
A password will be e-mailed to you.
Breaking News
ପ୍ରଧାନଶିକ୍ଷକଙ୍କ ଜାତିଆଣ ଆକ୍ଷେପ ମାମଲା ରୁଜୁଶତରଞ୍ଜ ଚାମ୍ପିଅନସିପ୍ 2026 ରେ ସ୍ପର୍ଶଙ୍କ ଶାନଦାର ପ୍ରଦର୍ଶନ !ଆତ୍ମହତ୍ୟା ନା ହତ୍ୟା ?ବଡ଼ଚଣାରେ ଲଜ୍ଜା ପୋସ୍କୋ ଆକ୍ଟରେ ମାମଲା ରୁଜୁ !ସେବାରେ ଡକ୍ଟର ଅର୍ଜନ କଲେ ମହେଶ୍ବରବଡ଼ଚଣାର କୁବେର AEE ତପନ ସେଠୀଙ୍କୁ ଭିଜିଲାନ୍ସ ରେଡ !ନଅଦିନ ହେଲା ନିଖୋଜ ଟେର ପାଉନି କମିଶନରେଟ ପୋଲିସ !ବଡ଼ଚଣାରେ ମହିଷାଶୁର କିଏ?ଏମିତି ଆସିଛି ଶୁଭେଛା ବାର୍ତ୍ତାଉଦୟଗିରି ଶୋଭନୀୟ ଶିକ୍ଷାଶ୍ରମରେ ଶୋକ ସଭା।
ଋଣ ଟଙ୍କା ଶୁଝି ନ ପାରିବାରୁ ରଶି ଲଗାଇ ଆତ୍ମହତ୍ୟା
ଋଣ ଟଙ୍କା ଶୁଝି ନ ପାରିବାରୁ ରଶି ଲଗାଇ ଆତ୍ମହତ୍ୟା କଲେ ଦୀନବନ୍ଧୁ। ଏପରି ଏକ ଅଭାବନୀୟ ଘଟଣା ଘଟିଛି ଯାଜପୁର ରୋଡ ଥାନା ଅନ୍ତର୍ଗତ ସାପାଗଡ଼ିଆ ଗାଁରେ। ମିଳିଥିବା ସୂଚନା ମୁତାବକ ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ସାପାଗଡ଼ିଆ ଗାଁର ଦୀନବନ୍ଧୁ ମଣ୍ଡଳ। ଦୀନବନ୍ଧୁ ଘରୋଇ ବ୍ୟାଙ୍କରୁ ଋଣ ସୁଝି!-->…
ଚର୍ଚ୍ଚାରେ ଇନ୍ସପେକ୍ଟର ସ୍ନିଗ୍ଧାରାଣୀ ମ୍ୟାଡାମଙ୍କ ପ୍ରେମ ସଂପର୍କ
ପୁଣି ଅଡୁଆରେ ପଡିଛନ୍ତି ମହିଳା ଇନ୍ସପେକ୍ଟର ସ୍ନିଗ୍ଧାରାଣୀ ସୁନା। ଏବେ ତାଙ୍କ ପ୍ରେମ ସଂପର୍କକୁ ନେଇ ଚର୍ଚ୍ଚା ଜୋର ଧରିଛି । ଗୋଟିଏ ପଟେ ମ୍ୟାଡାମଙ୍କ ଗାଡି ଧକ୍କାରେ ୩ ଜଣ ପ୍ରାଣ ହରାଇଥିବା ଘଟଣା ଏବେ ବିବାଦର କେନ୍ଦ୍ର ପାଲଟିଥିବା ବେଳେ ଏବେ ତାଙ୍କ ପ୍ରେମ ସଂପର୍କକୁ ନେଇ ଚର୍ଚ୍ଚା ଜୋର!-->…
ଏଣିକି ସଂସଦ ଭିତରେ ଧାରଣା ଦେବା ମନା
ସଂସଦକୁ ନେଇ ଆସିଲା ଆଉ ଏକ ବିବାଦୀୟ ନିୟମ । ଏହି ନୂଆ ନିୟମ ଅନୁଯାୟୀ ସଂସଦ ଭିତରେ ସାସଂଦ ମାନେ ଧାରଣା ପ୍ରଦର୍ଶନ କରି ପାରିବେ ନାହିଁ। ଏନେଇ ରାଜ୍ୟସଭା ସାଧାରଣ ସଚିବ ପିସି ମୋଡି ଏକ ନୋଟିସ୍ ଜାରି କରିଛନ୍ତି। ଏହି ନୋଟିସ୍ ଅନୁଯାୟୀ ସଂସଦ ଭିତରେ କୌଣସି ଆନ୍ଦୋଳନ, ଧାରଣା, ଷ୍ଟ୍ରାଇକ୍!-->…
କେରଳରେ ଚିହ୍ନଟ ହେଲା ପ୍ରଥମ ମଙ୍କିପକ୍ସ ମାମଲା
କେରଳର ଜଣେ ଯୁବକଙ୍କଠାରେ ଚିହ୍ନଟ ହେଲା ପ୍ରଥମ ମଙ୍କିପକ୍ସ ମାମଲା । ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ୩୫ ବର୍ଷର ଯୁବକ । ସେ କିଛି ଦିନ ତଳେ ସାଉଦିଆରବରୁ ଫେରିଥିଲେ । ପରେ ସାମାନ୍ୟ ଅସୁସ୍ଥ ହେବାରୁ ତାଙ୍କୁ ଥିରୁବନନ୍ତପୁରମ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଟେଷ୍ଟ ପରେ ଜଣା!-->…
୪୪ତମ ଚେସ ଅଲମ୍ପୟାଡ ପାଇଁ ଭୁବନେଶ୍ୱରରେ ପହଞ୍ଚିଲା ମଶାଲ
ଜୁଲାଇ ୨୮ରେ ମହାବଳିପୁରମରେ ହେବାକୁ ଥିବା ୪୪ ତମ ଚେସ ଅଲମ୍ପୟାଡ ପାଇଁ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିଛି ମଶାଲ । ରାଜ୍ୟ କ୍ରୀଡା ବିଭାଗ ଓ ଓଡ଼ିଶା ଚେସ ଆସୋସିଏସନର କର୍ମକର୍ତ୍ତାମାନେ ଏହାକୁ ସ୍ୱାଗତ କରିଛନ୍ତି । ରାଜ୍ୟ ଲୋକସେବା ଭବନ କନଭେନସନ ହଲରେ ଏହି ମସାଲକୁ ସ୍ୱାଗତ!-->…
ଅସ୍ଥାୟୀ ତମ୍ବୁ ତଳେ ପାଠ ପଢୁଛନ୍ତି ଦେଶର ଭବିଷ୍ୟତ
ପୁଣି ସାମ୍ନାକୁ ଆସିଲା ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର। ବଲାଙ୍ଗିର ଜିଲା ଗୁଡ଼ଭେଲା ବ୍ଳକ ନୂଆପଡା ପଞ୍ଚାୟତ ଅଧୀନ ତାଣ୍ଡିଗାଁ ସ୍ଥିତ ପ୍ରାଥମିକ ବିଦ୍ୟାଳୟର ସ୍ଥିତି ସରକାରଙ୍କ ଶିକ୍ଷା ବ୍ୟବସ୍ଥାର ପୋଲ୍ ଖୋଲି ଦେଇଛି । ଅଭିଯୋଗ ଅନୁଯାୟୀ ତାଣ୍ଡିଗାଁ ବିଦ୍ୟାଳୟରେ ପାଠ ପଢିବା ପାଇଁ!-->…
ଲଳିତ ମୋଦୀଙ୍କୁ ଡେଟ୍ କରୁଛନ୍ତି ମିସ୍ ୟୁନିଭର୍ସ ସୁଷ୍ମିତା ସେନ
ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ପ୍ରତିଷ୍ଠାତା ଲଳିତ ମୋଦି ବଲିଉଡ ଅଭିନେତ୍ରୀ ତଥା ପୂର୍ବତନ ମିସ୍ ୟୁନିଭର୍ସ ସୁଷ୍ମିତା ସେନଙ୍କ ସହ ସମ୍ପର୍କରେ ଅଛନ୍ତି। ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଲଳିତ ମୋଦୀ ନିଜେ ସୋସିଆଲ ମିଡିଆ ପୋଷ୍ଟ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ସେ!-->…
ରାଜ୍ୟରେ ୨ କୋଟି ୬୫ ଲକ୍ଷ ଲୋକ ନେବେ ବୁଷ୍ଟର ଡୋଜ୍
ରାଜ୍ୟରେ ଆଜି ଠାରୁ ଆରମ୍ଭ ହୋଇଛି ବୁଷ୍ଟର ଡୋଜ୍ ଟୀକାକରଣ। ଏ ସମ୍ପର୍କରେ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ । ସେ କହିଛନ୍ତି ଯେ, ରାଜ୍ୟରେ ବର୍ତ୍ତମାନ ୨୩୨୦ କେନ୍ଦ୍ରରେ ଟିକାକରଣ ଆରମ୍ଭ ହୋଇଛି । ଏହି ଟିକାକରଣ ୭୫ ଦିନ ଧରି ଚାଲିବ । ୨ କୋଟି ୬୫ ଲକ୍ଷ!-->…
ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ପୁଣି ପ୍ରଶ୍ନପତ୍ର ଲିକ୍ ପରୀକ୍ଷା ବାତିଲ
ଆଜି ପୁଣି ଥରେ ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍ ହୋଇଛି। ଯୁକ୍ତ ୩ ଶେଷ ବର୍ଷ ଫିଜିକ୍ସ ପ୍ରଶ୍ନପତ୍ର ଲିକ୍ ହୋଇଥିବା ଖବର ମିଳିଛି। ଭାଇରାଲ ହୋଇଥିବା ପ୍ରଶ୍ନପତ୍ର ଅରିଜନାଲ ବୋଲି ସ୍ୱୀକାର କରିଛନ୍ତି ପରୀକ୍ଷା ନିୟନ୍ତ୍ରକ। ପ୍ରଶ୍ନପତ୍ର ଲିକ୍ ହେବା କାରଣରୁ ଆଜି ଦିନ!-->…
ନନ୍ଦନକାନନରେ ବଢ଼ୁଛି ସିମ୍ପାଞ୍ଜିଙ୍କ ସଂଖ୍ୟା
ଓଡ଼ିଶାର ନନ୍ଦନକାନନରେ ବୃଦ୍ଧି ପାଉଛି ବିଲୁପ୍ତ ସିମ୍ପାଞ୍ଜିଙ୍କ ସଂଖ୍ୟା। ଏହି ବିରଳ ମାନବାକୃତି ପ୍ରାଣୀକୁ ବଞ୍ଚାଇ ରଖିବାକୁ ୧୯୬୦ ମସିହାରୁ ଉଦ୍ୟମ ଆରମ୍ଭ ହୋଇଛି। ବିଗତ ୨୮ ବର୍ଷ ମଧ୍ୟରେ ନନ୍ଦନକାନନରେ ସିମ୍ପାଞ୍ଜି ସଂଖ୍ୟା ୨ରୁ ୧୩କୁ ବୃଦ୍ଧି ପାଇଛି। ସମଗ୍ର ଭାରତରେ ବିଭିନ୍ନ!-->…
