Sign in
Sign in
Recover your password.
A password will be e-mailed to you.
Breaking News
ପ୍ରଧାନଶିକ୍ଷକଙ୍କ ଜାତିଆଣ ଆକ୍ଷେପ ମାମଲା ରୁଜୁଶତରଞ୍ଜ ଚାମ୍ପିଅନସିପ୍ 2026 ରେ ସ୍ପର୍ଶଙ୍କ ଶାନଦାର ପ୍ରଦର୍ଶନ !ଆତ୍ମହତ୍ୟା ନା ହତ୍ୟା ?ବଡ଼ଚଣାରେ ଲଜ୍ଜା ପୋସ୍କୋ ଆକ୍ଟରେ ମାମଲା ରୁଜୁ !ସେବାରେ ଡକ୍ଟର ଅର୍ଜନ କଲେ ମହେଶ୍ବରବଡ଼ଚଣାର କୁବେର AEE ତପନ ସେଠୀଙ୍କୁ ଭିଜିଲାନ୍ସ ରେଡ !ନଅଦିନ ହେଲା ନିଖୋଜ ଟେର ପାଉନି କମିଶନରେଟ ପୋଲିସ !ବଡ଼ଚଣାରେ ମହିଷାଶୁର କିଏ?ଏମିତି ଆସିଛି ଶୁଭେଛା ବାର୍ତ୍ତାଉଦୟଗିରି ଶୋଭନୀୟ ଶିକ୍ଷାଶ୍ରମରେ ଶୋକ ସଭା।
ମହଙ୍ଗା ପଡିଲା ନାବାଳିକା ପ୍ରେମ!!
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୧୮-୦୬-୨୦୨୧
ମହଙ୍ଗା ପଡିଲା ନାବାଳିକା ପ୍ରେମ ଓ ଘରୁ ନେଇ ପଳାଇବା । ବନ୍ଧା ହେଲା ଯୁବକ । ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଟାଉନ୍ ଥାନା ନୁରୁବାଦଳା ଗାଁ ର ଘଟଣା । ଲିକନ ମହାନ୍ତ ନାମକ ଯୁବକଙ୍କୁ ଗିରଫ କରିଛି ପୋଲିସ ।ଖବର!-->!-->!-->!-->!-->…
କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୬୨ ହଜାରରୁ ଅଧିକ ପଜିଟିଭ୍, ୧୫୮୭ ମୃତ
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୧୮-୦୬-୨୦୨୧
ଦେଶରେ କରୋନା ସଂକ୍ରମଣ ତଳମୁହାଁ ହେବାରେ ଲାଗିଛି । ୨ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷରୁ କମ୍ କରୋନା ସଂକ୍ରମିତ ଚିହ୍ନଟ!-->!-->!-->!-->!-->…
୩୧ ସୁଦ୍ଧା ସିବିଏସଇ ରେଜଲ୍ଟ!!
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୧୮-୦୬-୨୦୨୧
ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ ସିବିଏସଇ ଦ୍ବାଦଶ ଶ୍ରେଣୀ ପରୀକ୍ଷାଫଳ । ୩୦-୩୦-୪୦ ଫର୍ମୁଲାରେ ରେଜଲ୍ଟ ପ୍ରକାଶ କରିବ ସିବିଏସଇ । ଏନେଇ ସୁପ୍ରିମକୋର୍ଟଙ୍କୁ ଅବଗତ କରାଯାଇଛି । ମାର୍କକୁ ନେଇ ଅସନ୍ତୁଷ୍ଟ!-->!-->!-->!-->!-->…
ରାଜ୍ୟ ସରକାରଙ୍କ କୋଭିଡ ପ୍ଯାକେଜ ୧୬୯୦.୪୬ କୋଟି।
ଅଷ୍ଟିନ୍ ନ୍ୟୁଜ୍/ ଭୁବନେଶ୍ୱର
ତା-୧୮-୦୬-୨୦୨୧
ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକମାନଙ୍କ ପାଇଁ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି।ଏହାଦ୍ବାରା ଭୂମିହୀନ ଚାଷୀ, ନିର୍ମାଣ!-->!-->!-->!-->!-->…
୧୧ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୧୭-୦୬-୨୦୨୧
ରାଜ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର କାଳବୈଶାଖୀ ନେଇ ଆଜି ପାଣିପାଗ ବିଭାଗ ଜାରି କରିଛି ୟେଲୋ ୱାର୍ଣ୍ଣିଂ।ପାଣିପାଗ ବିଭାଗ ପକ୍ଷରୁ ୧୧ ଜିଲ୍ଲା ଲାଗି ସତର୍କ ସୂଚନା ଜାରି କରାଯାଇଛି ।
ବାଲେଶ୍ୱର, ଭଦ୍ରକ,!-->!-->!-->!-->!-->!-->!-->!-->!-->…
ଆଜିଠୁ କଟକଣା ଆଂଶିକ କୋହଳ!!
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୧୭-୦୬-୨୦୨୧
ଆଜିଠୁ ରାଜ୍ୟରେ ଆଂଶିକ କୋହଳ ହେଲା ଲକ୍ଡାଉନ୍ କଟକଣା। ନୂଆ ନିୟମ ଅନୁଯାୟୀ ସଂକ୍ରମଣ ହାର ଅନୁସାରେ ୩୦ଟି ଜିଲ୍ଲାକୁ କ୍ୟାଟେଗୋରୀ-A ଓ B ରେ ଭାଗ କରାଯାଇଛି।କ୍ୟାଟେଗୋରୀ -A ରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୧୭!-->!-->!-->!-->!-->…
ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୧୭-୦୬-୨୦୨୧
ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ । ବୁଧବାର ରାତିରେ ହସ୍ପିଟାଲର ୯ମ ମହଲାରେ ନିଆଁ ଲାଗିଥିଲା । ଲ୍ୟାବରେ ନିଆଁ ଲାଗିବା ପରେ ଧୂଆଁ ବାହାରିଥିଲା ।ଖବର ପାଇ ପୋଲିସ ଓ ଦମକଳ ବାହିନୀର ଟିମ ଘଟଣାସ୍ଥଳରେ ପହଂଚିଥିଲେ । ଫାୟାର!-->!-->!-->!-->!-->…
୨୪ ଘଣ୍ଟା ମଧ୍ୟରେ ୩୬୩୧ କରୋନା ପଜିଟିଭ୍ ଚିହ୍ନଟ
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୧୭-୦୬-୨୦୨୧
ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୬୩୧ କରୋନା ପଜିଟିଭ୍ ଚିହ୍ନଟ!-->!-->!-->!-->!-->…
ଆନ୍ଦୋଳନ କୁ ଓଲ୍ହାଇଲେ ପ୍ରାୟ ୧୩ ହଜାର ଅସ୍ଥାୟୀ ଶିକ୍ଷକ
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୧୬-୦୬-୨୦୨୧
ଏବେ ଅସ୍ଥାୟୀ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ସରକାରଙ୍କୁ ଚିନ୍ତାରେ ପକାଇଛନ୍ତି । ପଞ୍ଜାବରେ ଏବେ ଅସ୍ଥାୟୀ ଶିକ୍ଷକଙ୍କ ଆନ୍ଦୋଳନ ଏବେବି ଜାରି ରହିଛି । ସ୍ଥାୟୀ ନିଯୁକ୍ତି ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ପ୍ରାୟ ୧୩ ହଜାର!-->!-->!-->!-->!-->…
ବିନା ଭକ୍ତରେ ହେବ ସ୍ନାନ ଯାତ୍ରା
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୧୬-୦୬-୨୦୨୧
ଭକ୍ତରେ ହେବ ଦେବସ୍ନାନ ପୂର୍ଣ୍ଣିମା । ମିଳିଥିବା ସୂଚନା ଅନୁଯାୟୀ ଜୁଲାଇ ୨୫ ପର୍ଯ୍ୟନ୍ତ ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ । ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ଏନେଇ ନିଷ୍ପତ୍ତି!-->!-->!-->!-->!-->…
